NDA ସରକାର ନଆସିଲେ ରାଜ୍ୟର ପିଲାମାନେ ଡାକ୍ତର କିମ୍ବା ଇଞ୍ଜିନିୟର ନୁହେଁ, ଗୁଣ୍ଡା ହେବେ – ମୋଦୀ
ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏବେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବା ପୂର୍ବରୁ ଶନିବାର ସୀତାମାଢ଼ିରେ ଏକ ରାଲିକୁ କୁ ସମ୍ବୋଧିତ…