ଜମି କିଣାବିକାରେ ଆଉ ହୋଇପାରିବନି ଠକେଇ,କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଆସିବ ଇଲୋକ୍ଟ୍ରୋନିକ୍ସ ଯୁକ୍ତ…
ଜମି କିଣାବିକାରେ ଆଉ ହୋଇପାରିବନି ଠକେଇ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଆସିବ ଇଲୋକ୍ଟ୍ରୋନିକ୍ସ ଯୁକ୍ତ କ୍ୟୁଆର କୋଡ୍ ପଟ୍ଟା । ଏ ନେଇ ଆଜି ବଡ ସୂଚନା ଦେଇଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି ଇଲୋକ୍ଟ୍ରୋନିକ୍ସ ଯୁକ୍ତ କ୍ୟୁଆର କୋଡ୍ ଜମି ପଟ୍ଟା…