Browsing Tag

#metro tv

ଏନ୍‌କାଉଣ୍ଟର୍‌ରେ ୨ ହାର୍ଡକୋର୍‌ ମାଓବାଦୀ ନିହତ

ଝାଡ଼ଖଣ୍ଡରେ ୨ ହାର୍ଡକୋର୍‌ ମାଓବାଦୀଙ୍କୁ ଏନ୍‌କାଉଣ୍ଟର୍‌ କରି ନିହତ କରିଛନ୍ତି। ଲାତେହାରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଏହି ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଏହି ମାଓବାଦୀଙ୍କ ନାଁରେ ଥିଲା ୧୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ତେବେ ଆହତ ଅବସ୍ଥାରେ ଆଉ ଜଣେ ମାଓବାଦୀ…

+2 ନାମଲେଖା ପାଇଁ ଆଜିଠୁ ଆବେଦନ ଆରମ୍ଭ

+2 ନାମଲେଖା ପାଇଁ ଆଜିଠୁ ଆବେଦନ । ଆଜିଠୁ ଜୁନ୍ ୩୦ ତାରିଖ ଯାଏଁ ଅନଲାଇନ୍ ଆବେଦନ । ସାମ୍‌ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଆଜି ଦିନ ୨ଟାରୁ ଆରମ୍ଭ ହେବ ପ୍ରକ୍ରିୟା । ୩୦ ତାରିଖ ଦିନ ୧୧ ଟା ୪୫ ସୁଦ୍ଧା ଆବେଦନ ଶେଷ ହେବ । ଜୁଲାଇ ୭ରେ ପ୍ରଥମ ମେରିଟ୍ ଲିଷ୍ଟ ବାହାରିବ ।…

ବେଙ୍ଗାଲୁରୁକୁ ୪୨ରନରେ ହରାଇଛି ହାଇଦ୍ରାବାଦ

ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ଅଧିନାୟକ ପାଟ୍ କମିନ୍ସଙ୍କ ଶାଣିତ ବୋଲିଂ ବଳରେ ସନରାଇଜର୍ସ ହାଇଦ୍ରାବାଦ ୪୨ ରନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ହରାଇଛି । ଏକଦା ୧୭୩ ରନରେ ୩ ୱିକେଟ୍ ହରାଇଥିବା ବେଙ୍ଗାଲୁରୁ ନିମ୍ନ କ୍ରମରେ ବ୍ୟାଟିଂ ବିପର୍ଯ୍ୟୟ ଭୋଗି ୧୮୯ ରନରେ ଅଲଆଉଟ୍…

ଦିଲ୍ଲୀ NCRରେ 2ଜଣ କରୋନା ସଂକ୍ରମିତ ଚିହ୍ନଟ

ଦିଲ୍ଲୀ NCRରେ ଆରମ୍ଭ ହେଲା କରୋନା ସଂକ୍ରମଣ । ଗୁରୁଗ୍ରାମର ସାଇବର ସିଟିରେ ଦୁଇ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କୁ ଆଇସୋଲେସନରେ ରଖାଯାଇଛି। 2 ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ମୁମ୍ବାଇରୁ ଗୁରୁଗ୍ରାମ ଆସିଥିଲେ। ଏସିଆ ମହାଦେଶର କେତେକ ଦେଶରେ ଗତ କିଛି ମାସ ହେଲା…

ଚାରିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜିଠାରୁ ନୂଆଦିଲ୍ଲୀରେ ଚାରିଦିନିଆ ଗସ୍ତ ଆରମ୍ଭ କରିବେମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଗସ୍ତ ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ତାଙ୍କ ସରକାରର ପ୍ରଥମ ବର୍ଷର କାର୍ଯ୍ୟଦକ୍ଷତା ରିପୋର୍ଟ ଉପସ୍ଥାପନ କରିବେ ଏବଂ ଭବିଷ୍ୟତ ଯୋଜନା ବିଷୟରେ ଆଲୋଚନା କରିବେ। ଏହି…

କରୋନା ଭାଇରସ୍‌ର ନୂଆ ରୂପ JN-1 ଭାରିଆଣ୍ଟ

କରୋନାର ଭୟାବହତା ଲୋକଙ୍କ ମନରୁ ନଲିଭୁଣୁ ପୁଣି ଡରାଇଲାଣି ଭୂତାଣୁ ଭୟ । କରୋନାର JN-1 ଭାରିଆଣ୍ଟକୁ ନେଇ ଏସିଆ ମହାଦେଶରେ ହଲ୍‌ଚଲ୍ । ୨୦୨୦ରେ କରୋନା ଭୂତାଣୁ ଅନେକଙ୍କ ଜୀବନ ନେଇଛି । ଲୋକଙ୍କ ଜୀବିକାରେ ମଧ୍ୟ ବାଧା ସୃଷ୍ଟି କରିଥିଲା । ବର୍ତ୍ତମାନ ଚୀନ, ସିଙ୍ଗାପୁର, ହଂକଂ ଓ…

ସମ୍ବଲପୁର ଗସ୍ତରେ ଜି- ୨୦ ସେର୍ପା ଅମିତାଭ କାନ୍ତ

ନୀତି ଆୟୋଗର ପୂର୍ବତନ ସିଇଓ ତଥା ଭାରତର ଜି-୨୦ ସେର୍ପା ଅମିତାଭ କାନ୍ତ ଦୁଇ ଦିନିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି। ସେ ସମ୍ବଲପୁରରେ ପହଞ୍ଚି ପ୍ରଥମେ ମା’ ସମଲେଇ ମନ୍ଦିର ଯାଇ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିଛନ୍ତି। ଏହାପରେ ସେ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ…

ଦୁଇ ଦିନରେ ପ୍ରକାଶ ପାଇବ +୨ ଫଳାଫଳ : ନିତ୍ୟାନନ୍ଦ ଗଣ୍ଡ

ଦୁଇ ଦିନରେ +୨ ରେଜଲ୍ଟ । ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ଆଉ ବିଳମ୍ବ ହେବନି, ଛାତ୍ରଛାତ୍ରୀ ବ୍ୟସ୍ତ ହୁଅନ୍ତୁ ନାହିଁ’ । ସେପଟେ +୩ ନାମଲେଖା ପାଇଁ ଆବେଦନ ଅବଧି ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଗଣଶିକ୍ଷା ମନ୍ତ୍ରୀ…

ସର୍ବଭାରତୀୟ ସ୍ତରରେ ଓଡିଶୀ ସଗୀଂତରେ ସଫଳତା ପାଇଲେ ନିରାକରପୁରର ଝିଅ ଇନ୍ଦିରା

ସର୍ବଭାରତୀୟ ସ୍ତରରେ ଓଡିଶା ସଙ୍ଗୀତର କନିଷ୍ଠ ବିଭାଗ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ସଂଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଜୁନିୟର ବିଭାଗ ପକ୍ଷରୁ ଓଡିଶା ସଗୀଂତ କ୍ଷେତ୍ରରେ ଏକ ନମ୍ବର ସ୍ଥାନ ଅଧିକାର କରିଛନ୍ତି ଖୋର୍ଦ୍ଧା ଜିଲ୍ଲା ନିରାକାରପୁରର ଝିଅ ଇନ୍ଦିରା ପ୍ରିୟଦର୍ଶିନୀ…

ମୁମ୍ବାଇରେ ୨ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ

ଭାରତକୁ ପୁଣି ଫେରିଲା କୋଭିଡ ଭୟ। ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି । ମୁମ୍ବାଇ ପରେଲରେ ଥିବା BMC ପରିଚାଳିତ KEM ହସ୍ପିଟାଲରେ ଏହି ଦୁଇଟି ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ମୃତକଙ୍କ ମଧ୍ୟରୁ ଜଣେ କ୍ୟାନସରରେ ପୀଡ଼ିତ ଥିବାବେଳେ ଅନ୍ୟ ଜଣଙ୍କର କିଡ୍‌ନୀ ସମସ୍ୟା…