Browsing Tag

#metro tv

ନକ୍ସଲ ବିରୋଧୀ ଅପରେସନରେ ଆହତ ସୁରକ୍ଷାକର୍ମୀଙ୍କୁ ଦିଲ୍ଲୀ ଏମସରେ ଭେଟିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ

କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ଦିଲ୍ଲୀର ଏମସ୍‍ ଟ୍ରମା ସେଣ୍ଟର ପରିଦର୍ଶନ କରିଛନ୍ତି ଏବଂ ଛତିଶଗଡ଼ ଓ ତେଲଙ୍ଗାନା ସୀମାରେ ଥିବା କାରେଗୁଟ୍ଟା ପାହାଡ଼ରେ ୩୧ ଜଣ ନକ୍ସଲଙ୍କ ହତ୍ୟା କରାଯାଇଥିବା ନକ୍ସଲ ବିରୋଧୀ ଅପରେସନରେ ଆହତ ସୁରକ୍ଷା କର୍ମୀଙ୍କୁ…

ଓୟୋ ହୋଟେଲ ଛାତରୁ ତଳକୁ ଡେଇଁଲେ କାହିଁକି ଯୁବତୀ

ଭୁବନେଶ୍ୱରସ୍ଥିତ ଖଣ୍ଡଗିରି-ଜାଗମରା ପଞ୍ଚସଖା ନଗରରେ ଜଣେ ଯୁବତୀ ଓୟୋ ହୋଟେଲ ଛାତରୁ ପଡ଼ିଯାଇ ମୃତ୍ୟୁ ଘଟିଛି । ତାଙ୍କ ପ୍ରେମିକ ତାଙ୍କୁ ଠେଲିଦେଇ ଥବା ଝିଅର ମା ଅଭିଯୋଗ କରିଛନ୍ତି ।  ଏଠାରେ ଥିବା ଏକ ଓୟୋ ହୋଟେଲ ତଳୁ ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ମିଳିବା ପରେ ଏହାକୁ ନେଇ ତନାଘନା…

ରଥ ନିର୍ମାଣର ଆଜି ଥିଲା ତ୍ରୟୋଦଶ ଦିବସ, ପଇ ବିନ୍ଧ ଅନୁକୂଳ ପୂଜା ସମ୍ପନ୍ନ

ରଥ ନିର୍ମାଣର ଆଜି ଥିଲା ତ୍ରୟୋଦଶ ଦିବସ। ତିନି ରଥର ନାହାକା ଚକ ପ୍ରସ୍ତୁତ ପାଇଁ ପଇ ବିନ୍ଧ ଅନୁକୂଳ ପୂଜା ତିନି ରଥ ମୁଖ୍ୟ ମହାରଣାଙ୍କ ଦ୍ୱାରା ସମ୍ପନ୍ନ ହୋଇଛି। ପରେ ତିନି ରଥ ସାଥୀ ମହାରଣା ସେବକମାନେ ପଇ ବିନ୍ଧ କାର୍ଯ୍ୟ ଆରମ୍ଭ କରିଥିଲେ। ତିନି ରଥର ଦୁଇଟି ଲେଖାଏଁ ନାହାକା ଚକ…

ଦେଶର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଚର୍ମ କର୍କଟ ଏକ ଚିନ୍ତାର ବିଷୟ ହୋଇ ରହିଛି

ଚିକିତ୍ସା ଅପେକ୍ଷା ପ୍ରତିଷେଧକ ଶ୍ରେୟସ୍କର’ ପ୍ରବାଦଟି ଚର୍ମ କର୍କଟ ବିଷୟରେ ବିଚାର କରିବା ବେଳେ ଖୁବ୍‌ ପ୍ରାସଙ୍ଗିକ। ଚର୍ମ କର୍କଟ ସାଧାରଣତଃ ଚର୍ମର ତନ୍ତୁ ମଧ୍ୟରେ ମାଲିଗ୍ନାଣ୍ଟ୍‌ କୋଷଗୁଡ଼ିକର ଅସ୍ୱାଭାବିକ ବୃଦ୍ଧି ଦ୍ୱାରା ହୋଇଥାଏ। ଯଦିଓ ଏହା ପ୍ରାୟତଃ ସୂର୍ଯ୍ୟକିରଣ ସହିତ ଜଡ଼ିତ,…

କରାଚୀ ନିକଟସ୍ଥ ଆରବ ସାଗରରେ ନୌସେନା ୩୬ଟି ଯୁଦ୍ଧଜାହାଜ ସହିତ ପ୍ରସ୍ତୁତ ହୋଇଥିଲା, ଖାଲି ଅର୍ଡ଼ର ଅପେକ୍ଷା ଥିଲା…

୨୨ ଏପ୍ରିଲ୍ ୨୦୨୫ରେ ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ଅପରେସନ୍ ସିନ୍ଦୂର କରିଥିଲା ​​ଏବଂ ପାକିସ୍ତାନରେ ଏପରି ଧ୍ୱଂସ ଘଟାଇଥିଲା ଯେ ଏହା ଏବେ ସାରା ବିଶ୍ୱରେ ଆଲୋଚନା ହେଉଛି। ଏହି ଅପରେସନ୍ ଭାରତୀୟ ସେନା ପାଇଁ ଏକ ମାଇଲଖୁଣ୍ଟ ପ୍ରମାଣିତ…

ମେ ୨୮ରେ ପ୍ରକାଶ ପାଇବ ବହୁଚର୍ଚ୍ଚିତ ପାର୍ସଲ୍ ବୋମା ବିସ୍ଫୋରଣ ମାମଲାର ରାୟ

ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ୍ ବୋମା ବିସ୍ଫୋରଣ ମାମଲାର ରାୟ ମେ ୨୮ରେ ପ୍ରକାଶ ପାଇବ। ପାଟଣାଗଡ଼ ଏଡିଜେ ରାୟ ଶୁଣାଇବେ। ବହୁଚର୍ଚ୍ଚିତ ପାଟଣାଗଡ଼ ବୋମା ବିସ୍ଫୋରଣ ମାମଲାର ରାୟ ଆଜି ଶେଷ ଶୁଣାଣି ହେବା ପରେ ରାୟ ସଂରକ୍ଷିତ ରଖିଛନ୍ତି ପାଟଣାଗଡ଼ ଏଡିଜେ।ଆଜି ପାଟଣାଗଡ଼…

ଆଣ୍ଡାମାନ ଛୁଇଁଳା ମୌସୁମୀ

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ଆଣ୍ଡାମାନ ସାଗରରେ ପାଦ ଥାପିଛି। ମୌସୁମୀ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦୀପ ଓ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ନିକୋବର ଦୀପରେ ବିସ୍ତୃତି ବୃଷ୍ଟିପାତ ସହ କିଛି ଅଞ୍ଚଳରେ ପ୍ରବଳ…

ସ୍ବାଧୀନତା ଘୋଷଣା କଲା ବେଲୁଚିସ୍ତାନ

ପାକିସ୍ତାନ ବିରୁଦ୍ଧରେ ବେଲୁଚିସ୍ତାନର ସ୍ୱାଧୀନତା ଲଢ଼େଇ ପୁଣି ଥରେ ତୀବ୍ର ହୋଇଛି। ଯେତେବେଳେ ବେଲୁଚ୍ ନେତା ମୀର ୟାର ବାଲୁଚ୍ ପାକିସ୍ତାନରୁ ବେଲୁଚିସ୍ତାନକୁ ସ୍ୱାଧୀନ ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆରେ "ରିପବ୍ଲିକ୍ ଅଫ୍ ବେଲୁଚିସ୍ତାନ ଘୋଷଣା‌" କରିଥିବା ଏବେ ଟ୍ରେଣ୍ଡ କରିବା…

ମହାବାତ୍ୟାର କାହାଣୀ ବଖାଣିବ ‘ଲ୍ୟାଣ୍ଡଫଲ୍’

ଜାତୀୟ ପୁରସ୍କାରପ୍ରାପ୍ତ ଫିଲ୍ମ ‘ଦମନ’ର ନିର୍ଦ୍ଦେଶକ ଯୋଡ଼ି ଦେବୀ ପ୍ରସାଦ ଲେଙ୍କା ଓ ବିଶାଲ ମୌର୍ଯ୍ୟ ପୁଣି ଏକ ଚଳଚ୍ଚିତ୍ର ନିର୍ମାଣ କରୁଛନ୍ତି। ସୁପରଷ୍ଟାର ସବ୍ୟସାଚୀଙ୍କ ଅଭିନୀତ ଏହି ସିନେମାର ଶୀର୍ଷକ ଆଜି ଘୋଷଣା ହୋଇଛି। ପିକ୍ସେଲ ମୁଭିଜ୍‌ ନିବେଦିତ ତଥା ପ୍ରଭାତ କୁମାର ପ୍ରଧାନଙ୍କ…

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ, ୬ଟି ପ୍ରସ୍ତାବକୁ ଅନୁମୋଦନ

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ରାଜ୍ୟ ସରକାର ନୂଆ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି। ଶିକ୍ଷାନୁଷ୍ଠାନରେ…