ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଖର୍ଚ୍ଚ ଏବଂ ବଜେଟ୍ ଉପରେ ସମୀକ୍ଷା
ଆଜି ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗର ଖର୍ଚ୍ଚ ଏବଂ ବଜେଟ୍ ଉପରେ ଏକ ବ୍ୟାପକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।
ମନ୍ତ୍ରୀ ବିଭାଗର ବିଭିନ୍ନ ଚାଲୁଥିବା ପ୍ରକଳ୍ପ ଏବଂ…