ରାଜ୍ୟ ସରକାର ୧୯ଟି ପ୍ରକଳ୍ପ ପାଇଁ ୩,୮୯୮.୫୪ କୋଟି ଟଙ୍କାର ନୂତନ ନିବେଶକୁ ଅନୁମୋଦନ କରିଛନ୍ତି
ରାଜ୍ୟ ସରକାର ରାଜ୍ୟର ଅର୍ଥନୈତିକ ବିକାଶ ଓ ନିଯୁକ୍ତି ସୃଷ୍ଟିକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟ ସରକାର ୧୯ଟି ପ୍ରକଳ୍ପ ପାଇଁ ୩,୮୯୮.୫୪ କୋଟି ଟଙ୍କାର ନୂତନ ନିବେଶକୁ ଅନୁମୋଦନ କରିଛନ୍ତି, ଯାହା ରାଜ୍ୟର ୧୧ଟି ଜିଲ୍ଲାରେ ୭,୪୬୪ରୁ ଅଧିକ…