ବିଶ୍ୱବ୍ୟାପୀ ସର୍ବାଧିକ ରୋଜଗାର କରିଥିବା ୫ ଭାରତୀୟ ଫିଲ୍ମ ମଧ୍ୟରେ ସ୍ଥାନ ପାଇଲା
ଅଭିନେତା ରିଷବ ଶେଟ୍ଟୀଙ୍କ ‘କାନ୍ତାରା: ଚାପ୍ଟର ୧’ ଫିଲ୍ମ ଗତ ୨ ତାରିଖରେ ରିଲିଜ୍ ହୋଇଥିଲା। ରିଲିଜ୍ ହେବାର ୪ ଦିନ ମଧ୍ୟରେ ଏହି ଫିଲ୍ମ ବିଶ୍ୱବ୍ୟାପୀ ୩୩୫ କୋଟି ଟଙ୍କା ରୋଜଗାର କରିଛି। କେବଳ ଭାରତୀୟ ସିନେମା ହଲଗୁଡ଼ିକରୁ ଏହି ଫିଲ୍ମ ୨୨୩.୭୫ କୋଟି ଟଙ୍କାର ବ୍ୟବସାୟ କରିଛି। ଗୁରୁବାର…