ସରକାରୀ କାର୍ଯ୍ୟକ୍ରମ, ସରକାରୀ ସ୍କୁଲ କାର୍ଯ୍ୟକ୍ରମ ଏବଂ ଅନ୍ୟାନ୍ୟ ଆନୁଷ୍ଠାନିକ ସମାବେଶରେ ବାଜିବ “ବନ୍ଦେ ମାତରମ୍”
କେନ୍ଦ୍ର ସରକାର ଜାତୀୟ ଗୀତ “ବନ୍ଦେ ମାତରମ୍” ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ, “ବନ୍ଦେ ମାତରମ୍” ଏବେ ସରକାରୀ କାର୍ଯ୍ୟକ୍ରମ, ସରକାରୀ ସ୍କୁଲ କାର୍ଯ୍ୟକ୍ରମ ଏବଂ ଅନ୍ୟାନ୍ୟ ଆନୁଷ୍ଠାନିକ ସମାବେଶରେ ବାଜିବ। ଏହି ସମୟ ମଧ୍ୟରେ…