Browsing Tag

#metro tv

ଆସାମର ପ୍ରସିଦ୍ଧ ଗାୟକ ଜୁବିନଙ୍କ ମୃତ୍ୟୁ ଘଟଣା,ଗିରଫ ହେଲେ ଜୁବିନଙ୍କ ଭାଇ

ଆସାମର ପ୍ରସିଦ୍ଧ ଗାୟକ ଏବଂ ଯୁବପିଢ଼ିଙ୍କ ହୃଦୟସ୍ପନ୍ଦନ ବୋଲି କୁହାଯାଉଥିବା ଜୁବିନ ଗର୍ଗଙ୍କ ଅକାଳ ମୃତ୍ୟୁ ସମସ୍ତଙ୍କୁ ଚକିତ କରିଛି। ସିଙ୍ଗାପୁରରେ ସ୍କୁବା ଡାଇଭିଂ ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଲିସ ଏବେ ଏହି ମାମଲାରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।…

୧୧ ତାରିଖ ଯାଏଁ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା

ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଲଘୁଚାପର କୌଣସି ସମ୍ଭାବନା ନାହିଁ। ତେବେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ୧୧ ତାରିଖ ଯାଏଁ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୪ ତାରିଖଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ…

ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ

ଗଞ୍ଜାମ ଜିଲାର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା ଘଟଣାକୁ ରାଜ୍ୟ ବାର୍‌ କାଉନସିଲ ତୀବ୍ର ନିନ୍ଦା କରିଛି। ପୀତବାସଙ୍କ ହତ୍ୟା ପ୍ରତିବାଦରେ ୮ ତାରିଖ ତଥା ବୁଧବାର ରାଜ୍ୟବ୍ୟାପୀ କଲମଛାଡ଼ ଆନ୍ଦୋଳନ କରିବାକୁ କାଉନସିଲ ପକ୍ଷରୁ ଘୋଷଣା କରାଯାଇଛି। ପୀତବାସଙ୍କ ପରିବାରକୁ…

କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା

କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା। ମଙ୍ଗଳବାର ସନ୍ଧ୍ୟା ୭ଟା ପରଠାରୁ ସହରରେ ଇଣ୍ଟରନେଟ ସେବା ଆରମ୍ଭ କରାଯାଇଛି। ସହରରେ ହିଂସାକୁ ଦୃଷ୍ଟିରେ ରଖି ଏହାକୁ ୪୮ ଘଣ୍ଟା ପାଇଁ ବନ୍ଦ କରିଦିଆଯାଇଥିଲା। ସୂଚନା ଅନୁସାରେ, ଦଶହରା ଭସାଣ ଉତ୍ସବ ସମୟରେ ଦୁଇ ସାହି ମଧ୍ୟରେ ଗଣ୍ଡଗୋଳ ଘଟଣାକୁ…

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଥମ ଦଳ ଭାବେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି,ଘାସିରାମ ମାଝୀଙ୍କୁ ଦଳ ପ୍ରାର୍ଥୀ କରିଛି

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଥମ ଦଳ ଭାବେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ଘାସିରାମ ମାଝୀଙ୍କୁ ଦଳ ପ୍ରାର୍ଥୀ କରିଛି। ଶ୍ରୀ ମାଝୀଙ୍କୁ ଦଳର ପ୍ରାର୍ଥୀ ଭାବେ ଏଆଇସିସି ପକ୍ଷରୁ ନାମ ଘୋଷଣା କରାଯାଇଛି।ଆସନ୍ତା ନଭେମ୍ବର ୧୧ ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଗ୍ରହଣ କରାଯିବ। ଏଥି ପାଇଁ…

ଶତାୟୁ ପି.ଏମ୍‌.ଶ୍ରୀ ବରେନ୍ଦ୍ରକୃଷ୍ଣ ବିଦ୍ୟାପୀଠ ବିଦ୍ୟାଳୟକୁ ୧କୋଟି ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ ଜିଲ୍ବା ବଙ୍କୀର ଶତାୟୁ ପି.ଏମ୍‌.ଶ୍ରୀ ବରେନ୍ଦ୍ରକୃଷ୍ଣ ବିଦ୍ୟାପୀଠ ବିଦ୍ୟାଳୟର ଆଜି ଶତବାର୍ଷିକୀ ଉଦ୍‌ଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସମାରୋହରେ ମୁଖ୍ୟଅତିଥି ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦାନ କରି ବାଙ୍କୀ ମାଟିର ଏହି ଶତାୟୁ ବିଦ୍ୟାଳୟ ଆଜି ୧୦୪ବର୍ଷରେ ପଦାର୍ପଣ…

ବିଳାସପୁରରେ ଭୂସ୍ଖଳନ ଯୋଗୁଁ ୧୮ ମୃତ , ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ହିମାଚଳ ପ୍ରଦେଶର ବିଳାସପୁରରେ ଭୂସ୍ଖଳନ ପରେ ମାଟି ଅତଡା ତଳେ ବସ ଫସିରହିବା ଘଟଣା । ବଡ଼ ଅଘଟଣାରେ ବର୍ତ୍ତମାନ ସୁଦ୍ଧା ୧୮ ଜଣଙ୍କ ମୃତ୍ୟପୁ ହୋଇଥିବା ଜାତୀୟ ଗଣମାଧ୍ଯମରେ ପ୍ରକାଶ ପାଇଥିବା ବେଳେ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ତେବେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ, ପୋଲିସ…

ସୁନା ଲକ୍ଷେ ୧୦ ହଜାର ଟପିଲା

ସୁନା ଦର ପ୍ରତିଦିନ ନୂଆ ରେକର୍ଡ ସ୍ତର ଅତିକ୍ରମ କରୁଛି। ସୋମବାର ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ ପିଛା ଦାମ୍ ୧୨୫୦ ଟଙ୍କା ବୃଦ୍ଧି ପାଇ ୧,୧୦,୭୦୦ ଟଙ୍କା ହୋଇଛି। ସେହି ସମୟରେ ୨୪ କ୍ୟାରେଟ୍ ସୁନା ଦର ୧୩୭୦ ଟଙ୍କା ବୃଦ୍ଧି ପାଇ ୧,୨୦,୭୭୦ ଟଙ୍କାରେ ପହଞ୍ଚିଛି। ଆଜି ରୁପା…

କେଜରିୱାଲଙ୍କୁ ମିଳିଲା ସରକାରୀ କ୍ବାର୍ଟର

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଛାଡିବାର ପ୍ରାୟ ଗୋଟିଏ ବର୍ଷ ପରେ ଆମ ଆଦମୀ ପାର୍ଟି (ଆପ) ମୁଖ୍ୟ ଅରବିନ୍ଦ କେଜରିୱାଲଙ୍କୁ ଦିଲ୍ଲୀରେ ଏକ ସରକାରୀ ବଙ୍ଗଳା ଦିଆଯାଇଛି। କେଜ୍ରିୱାଲ୍‌ ନିଜକୁ ଏକ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ବୋଲି ଦର୍ଶାଇ ଉପଯୁକ୍ତ ବାସଗୃହ ପାଇଁ…

୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ

୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ କରାଯାଇଛି । ରବିବାର ରାତିରୁ କଟକଣା ଲାଗୁ ହୋଇଥିବା ବେଳେ ଆଜି ସକାଳ ୧୦ଟା ପର୍ଯ୍ୟନ୍ତ ଥିଲା କର୍ଫ୍ୟୁ କଟକଣା। ୧୦ଟା ପୂର୍ବରୁ ପୁଲିସ ପକ୍ଷରୁ କଟକଣା ନେଇ କୌଣସି ସୂଚନା ନଆସିବା ପରେ କର୍ଫ୍ୟୁ କୋହଳ କରାଯାଇଛି । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ…