ପାକିସ୍ତାନ ରେ ବନ୍ୟା ପରିସ୍ଥିତି , ଭାରତକୁ ଦାୟୀ କଲା ପାକିସ୍ତାନ
ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁଁ ପାକିସ୍ତାନକୁ ସବୁ ଦିଗରୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଭାରତ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ କରିବା ପରେ ପାଣି ପାଇଁ ପାକିସ୍ତାନ ହନ୍ତସନ୍ତ ହୋଇଯିବ ବୋଲି କୁହାଯାଉଛି। ଗତ ଶନିବାର ପାକିସ୍ତାନୀ ଗଣମାଧ୍ୟମ…