ହ୍ବାଟ୍ସଆପ୍ ନୋଟ୍ ମାଧ୍ୟମରେ ବଲିଉଡ ଅଭିନେତା ରଣବୀର ସିଂହଙ୍କୁ ହତ୍ୟା ଧମକ, ଘର ବାହାରେ ସୁରକ୍ଷା ବଢ଼ାଇଛି ପୋଲିସ
ବଲିଉଡ ଅଭିନେତା ରଣବୀର ସିଂହଙ୍କୁ ଧମକ। ମଙ୍ଗଳବାର ରଣବୀରଙ୍କୁ ଏକ ହ୍ବାଟ୍ସଆପ୍ ନୋଟ୍ ମାଧ୍ୟମରେ ଧମକ ଦିଆଯାଇଛି। ଏହି ଭଏସନୋଟରେ ରଣବୀରଙ୍କୁ ୧ କୋଟି ଟଙ୍କା ଦେବାକୁ କୁହାଯାଇଥିବାବେଳେ, ନଦେଲେ ହତ୍ୟା କରାଯିବ ବୋଲି ଧମକ ଦିଆଯାଇଛି।
ତେବେ ଏହି ଧମକ ମିଳିବା ପରେ ରଣବୀର ମୁମ୍ବାଇ…