ଆତଙ୍କୀଙ୍କ ଏଭଳି ଗଣହତ୍ୟାକୁ ଭୀରୁ-କାପୁରୁଷର କାମ – ଓମାର ଅବଦୁଲ୍ଲା
ଜାମ୍ମୁକାଶ୍ମୀରରେ ସରିଲା ସର୍ବଦଳୀୟ ବୈଠକ । ପହଲଗାମ୍ ଆତଙ୍କୀ ହମଲାକୁ ନେଇ ବସିଥିଲା ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକ ପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆତଙ୍କବାଦୀ ଆକ୍ରମଣକୁ କଡା ଭାଷାରେ ନିନ୍ଦା…