Browsing Tag

#metro tv

ଆସନ୍ତା ୩ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ଲହରୀ , ଜନସାଧାରଣଙ୍କୁ ସତର୍କ କରାଇଲା ପାଣିପାଗ ବିଭାଗ

ଦିନକୁ ଦିନ ଅସମ୍ଭାଳ ହେଉଛି ତାତି। ରାଜ୍ୟରେ ଗ୍ରୀଷ୍ମପ୍ରବାହ ତେଜିବା ସହିତ ପୁଣି ଝାରସୁଗୁଡା ରାଜ୍ୟ ତଥା ଦେଶର ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି। ବୁଧବାର ଝାରସୁଗୁଡାରେ ଦିନ ତାପମାତ୍ରା ୪୫.୪ଡିଗ୍ରୀ ଛୁଇଁଛି। ଟିଟିଲାଗଡ଼ରେ ୪୪ ଡିଗ୍ରୀ ରହିଛି। ଉପକୂଳରୁ ଦକ୍ଷିଣ ଏବଂ ପଶ୍ଚିମରୁ…

ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

ମେଷ : ଆଜି ଏକାଦଶ ଚନ୍ଦ୍ର ଯୋଗୁ ଗତକାଲିର ସ୍ଥିତି ବଦଳି ଯାଇଥିବାରୁ ମନ ହାଲୁକା ରହିବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଶ୍ରମ ସ୍ବୀକାର କରିବାକୁ ପଡ଼ିପାରେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି ବଢ଼ିବ। ଆତ୍ମୀୟମାନେ ଅସୁବିଧାରେ…

ନିଜ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଯାତ୍ରା କଳାକାର ଓ…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ଯାତ୍ରା କଳାକାର ଓ କର୍ମଚାରୀ ସଂଘ ସଭାପତି ବାପି ପଣ୍ଡା। ଯାତ୍ରା ଜଗତରେ ଚାଲିଥିବା ବିବାଦ ସମ୍ପର୍କରେ ବାପି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ସହିତ ନିଜ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ପ୍ରଦାନ ପାଇଁ ଅନୁରୋଧ କରିଛନ୍ତି। ବାପିଙ୍କ…

ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ

ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି।  ୨୦ ଏନଏସି ପାଇଁ ଜିଲ୍ଲାରୁ ରିପୋର୍ଟ ଆସିଛି। ରିପୋର୍ଟ ମିଳିବା ପରେ ଏହାର ତର୍ଜମା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପଞ୍ଚାୟତିରାଜ ବିଭାଗକୁ ପଠାଯାଇଛି ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ପହଲଗାମ ଆକ୍ରମଣ ପରେ ପାକିସ୍ତାନ ସହିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରିବା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କଲା…

ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅତି କଠୋର ପଦକ୍ଷେପ ଗ୍ରହଣ କରିଛି । ଦୁଇ ଦେଶ ମଧ୍ୟରେ ନେହେରୁ ସରକାରଙ୍କ ସମୟରେ ସ୍ବାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଏହା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କରିଦିଆଯାଇଛି । ବୁଧବାର ସଂଧ୍ୟାରେ…

କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପରେ ଡୋନାଲ୍ଡ ଟ୍ରମ୍ପ ଭାରତବାସୀଙ୍କୁ ପୂର୍ଣ୍ଣ ସମର୍ଥନ ଓ ଗଭୀର ସମବେଦନା ଜଣାଇଛନ୍ତି

କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତବାସୀଙ୍କୁ ପୂର୍ଣ୍ଣ ସମର୍ଥନ ଓ ଗଭୀର ସମବେଦନା ଜଣାଇଛନ୍ତି। ଏହି ଘଟଣା ଅତ୍ୟନ୍ତ ଦୁଃଖଦାୟକ ଖବର ବୋଲି ରାଷ୍ଟ୍ରପତି ଟ୍ରମ୍ପ ଲେଖିଛନ୍ତି। ଆତଙ୍କବାଦ ବିରୋଧରେ ଆମେରିକା…

ଭାରତ ଏବଂ ପାକିସ୍ତାନ ମଧ୍ୟରେ ସବୁଦିନ ପାଇଁ କ୍ରିକେଟ ମ୍ୟାଚ ବନ୍ଦ କରିବାକୁ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ…

ପହଲଗାମ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସବୁଦିନ ପାଇଁ କ୍ରିକେଟ ମ୍ୟାଚ ବନ୍ଦ କରିବାକୁ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ନିକଟରେ ଦାବି ହୋଇଛି। ପୂର୍ବତନ କ୍ରିକେଟର ଶ୍ରୀବତ୍ସ ଗୋସ୍ଵାମୀ ଏହି ଦାବି କରିଛନ୍ତି।ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଗୋସ୍ଵାମୀ ଏକ ପୋଷ୍ଟ କରି କ୍ରୀଡ଼ା…

ପହଲଗାମ୍ ଆତଙ୍କୀ ହମଲା ପରେ କାଶ୍ମୀର ଛାଡ଼ୁଛନ୍ତି ପର୍ଯ୍ୟଟକ

ପହଲଗାମ୍ ଆତଙ୍କୀ ହମଲା ପରେ ଏବେ ଛାନିଆ କାଶ୍ମୀର ବୁଲି ଯାଇଖିବା ପର୍ଯ୍ୟଟକ । କେମିତି ଘରେ ପହଞ୍ଚିବେ ଏବଂ ସେମାନଙ୍କ ମୂଲ୍ୟବାନ ଜୀବନକୁ ସୁରକ୍ଷିତ ରଖି ନିଜ ଆତ୍ମୀୟଙ୍କ ପାଖରେ ପହଞ୍ଚିବାରେ ସକ୍ଷମ ହେବେ ଏବେ ସମସ୍ତଙ୍କୁ ସେହି ନିଶା ଘାରିଛି । ତେଣୁ ବୁଲା ବୁଲି ବନ୍ଦ କରି ବିଭିନ୍ନ…

ଅମୃତଭଣ୍ଡା ମଞ୍ଜି ଆମ ସ୍ବାସ୍ଥ୍ୟ ପାଇଁ ଖୁବ ଉପକାରୀ

 ଫଳ ଖାଇବା ସ୍ୱାସ୍ଥ୍ୟ ପାଇଁ ବହୁତ ଲାଭଦାୟକ ହୋଇଥାଏ। ଆପଣ  ଜାଣନ୍ତି ଅମୃତଭଣ୍ଡା ସ୍ବାସ୍ଥ୍ୟା ପାଇଁ ଅମୃତ ସମାନ ହେବା ସହିତ ଏହା ମଞ୍ଜି ବି ଆମ ସ୍ବାସ୍ଥ୍ୟ ପାଇଁ ଖୁବ ଉପକାରିତା। ଯାହାକୁ ଲୋକମାନେ ସାଧାରଣତଃ ଅଦରକାରୀ ଭାବି ଫିଙ୍ଗି ଦେଇଥାଆନ୍ତି। ବୃକକ: ବୃକକ୍ ସମ୍ବନ୍ଧୀୟ…

ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ

ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…