Browsing Tag

#metro tv

କତାରରେ ନୂତନ ବିଳାସପୂର୍ଣ୍ଣ ଘର କିଣିଛନ୍ତି ବଲିଉଡ ଅଭିନେତା ସୈଫ୍ ଅଲ୍ଲୀ ଖାନ

ବଲିଉଡ ଅଭିନେତା ସୈଫ୍ ଅଲ୍ଲୀ ଖାନ ବହୁତ ଦିନ ଧରି ଚର୍ଚ୍ଚାରେ ଅଛନ୍ତି। କିଛି ମାସ ତଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ତାଙ୍କ ଘର ଭିତରେ ପଶି ଅଭିଯୁକ୍ତ ତାଙ୍କ ଉପରକୁ ଆକ୍ରମଣ କରିଥିଲା। ଏହି ଆକ୍ରମଣ ହେବା ପରେ ଚର୍ଚ୍ଚାରେ ଥିବା ସୈଫ୍ ଏବେ ନିଜର ବିଳାସପୂର୍ଣ୍ଣ ଘର କିଣାକୁ ନେଇ…

ସୁନା ଦର ପ୍ରଥମ ଥର ଐତିହାସିକ ୧ ଲକ୍ଷ ଟଙ୍କା ସ୍ତର ଟପିଛି

ଲଗାତାର ଭାବେ ବଢ଼ୁଥିବା ସୁନା ଦର ପ୍ରଥମ ଥର ଐତିହାସିକ ୧ ଲକ୍ଷ ଟଙ୍କା ସ୍ତର ଟପିଛି। ମଙ୍ଗଳବାର ଭୁବନେଶ୍ବରରେ ୨୪ କ୍ୟାରେଟ୍‌ ସୁନା ଦାମ୍ ୧,୦୧,୩୫୦ ଟଙ୍କାରେ ପହଞ୍ଚିଛି। ଗୋଟିଏ ଦିନରେ ଏହାର ଦର ୩୦୦୦ ଟଙ୍କା ବଢ଼ିଛି। ସେହିପରି, ଅଳଙ୍କାର ପ୍ରସ୍ତୁତ ହେଉଥିବା ୨୨ କ୍ୟାରେଟ୍ ସୁନା ଦର ଆଜି…

ପହଲଗାମ୍‌ ଆତଙ୍କବାଦୀ  ଆକ୍ରମଣକୁ ନେଇ ବଡ଼ ଖବର , ୩ ଆତଙ୍କବାଦୀଙ୍କ ସ୍କେଚ୍‌ ଜାରି

ପହଲଗାମ୍‌ ଆତଙ୍କବାଦୀ  ଆକ୍ରମଣକୁ ନେଇ ବଡ଼ ଖବର । ୩ ଆତଙ୍କବାଦୀଙ୍କ ସ୍କେଚ୍‌ ଜାରି । ଅସିଫ୍‌ ଫୌଜି,ସୁଲେମାନ ଶା ଏବଂ ଅବୁତଲ୍ଲାର ସ୍କେଚ୍‌ ଜାରି । ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମଗ୍ର ଦେଶ ସ୍ତବ୍ଧ ପାଲିଟି ଯାଇଛି । ଆତଙ୍କୀ ହମ୍‌ଲା ପରେ ସରକାର ଏବଂ…

ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ ,୪୮ ଡିଗ୍ରି ଛୁଇଁପାରେ ତାପମାତ୍ରା

ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ। ସବୁଠି ପାରଦ ସର୍ବୋଚ୍ଚ ସ୍ତରରେ ପହଞ୍ଚିବ। ଗୋଟିଏ ଦୁଇଟି ସ୍ଥାନରେ ତାତି ୪୮ ଡିଗ୍ରି ଛୁଇଁପାରେ। ବିଶେଷକରି ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଝାରସୁଗୁଡ଼ା ସମ୍ବଲପୁର , ବୌଦ୍ଧ , ବଲାଙ୍ଗୀର , ସୁନ୍ଦରଗଡ,…

ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ଠୁ ଖରା ଛୁଟି ଘୋଷଣା କଲେ ସରକାର

ସରକାର ଅଙ୍ଗନବାଡି , ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ , ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ।  ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ନିମନ୍ତେ ସମୀକ୍ଷା…

ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ, ମୃତ୍ୟୁସଂଖ୍ୟା ୨୦ ରେ ପହଞ୍ଚିଛି

ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁସଂଖ୍ୟା ବଢିଚାଲିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ମୃତ୍ୟୁସଂଖ୍ୟା ୨୦ ରେ ପହଞ୍ଚିଛି  ।   ତେବେ ସରକାରୀ ଭାବେ ଏପର୍ଯ୍ୟନ୍ତ ଏହି ମୃତ୍ୟୁ ସଂଖ୍ୟାକୁ ସ୍ପଷ୍ଟ କରାଯାଇନାହିଁ  । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି…

କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ

ରାଜ୍ୟରେ ବୃଦ୍ଧି ପାଇଛି ତାତିର ପ୍ରଭାବ। ପଶ୍ଚିମରେ ପ୍ରବଳ ତାତି ଅନୁଭୂତ ହେଉଥିଲା ବେଳେ ଉପକୂଳର ଆଦ୍ରତା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ଝାରସୁଗୁଡା ରାଜ୍ୟର ସର୍ବାଧିକ ଉତପ୍ତ ସହର ପାଲଟିଥିବା ବେଳେ ସୋମବାର ମଧ୍ୟ ଏଠାରେ ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୪.୮ ଡିଗ୍ରୀ…

ଖ୍ରୀଷ୍ଟ ଧର୍ମର ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସଙ୍କ ପରଲୋକ

ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ ଙ୍କ ପରଲୋକ। ନିମୋନିଆରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ ପୋପ୍‌ ଫ୍ରାନ୍ସିସ୍‌। ପ୍ରାୟ ୫ ସପ୍ତାହ ହେଲା ଚିକିତ୍ସାଧୀନ ଥିଲେ। ୮୮ ବର୍ଷ ବୟସରେ ନିଧନ ନେଇ ଭାଟିକାନ ସିଟିର ସୂଚନା। ସକାଳ ୭ଟା ୩୫ ମିନିଟ୍‌ରେ ମୃତ୍ୟୁ ନେଇ ସୂଚନା।…

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ

ବୋକାରୋ ଜିଲାର ଲୁଗୁ ପାହାଡ଼ ପାଦଦେଶରେ ନକ୍ସଲ, ପୋଲିସ ଏବଂ ସିଆରପିଏଫ ଟିମ୍‌ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି ଏନକାଉଣ୍ଟରରେ ୬ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସୁରକ୍ଷା ବାହିନୀର ଏହି ଟିମ୍‌ କୋଇଲା କ୍ଷେତ୍ର ଡିଆଇଜି ସୁରେନ୍ଦ୍ର କୁମାର ଝା, ଏସପି ମନୋଜ ସ୍ବର୍ଗିଆରି ଏବଂ…

୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି

୪ ଦିନିଆ ଭାରତ ଗସ୍ତ ନେଇ ସ୍ପଷ୍ଟ କଲା US ବୈଦେଶିକ ମନ୍ତ୍ରଣାଳୟ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ବିପାକ୍ଷିକ ଆଲୋଚନା ସହ NSA ଓ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିବେ ଜେଡି ଭାନ୍ସ । ଭାରତୀୟ ବଂଶୋଦ୍ଭବ ପତ୍ନୀଙ୍କ ସହ ଦେଶର ବିଭିନ୍ନ ଐତିହ୍ୟ ସ୍ଥଳ ପରିଦର୍ଶନ କରିବେ ଭାନ୍ସ ପରିବାର ।…