ଆସାମରେ ୫.୮ ତୀବ୍ରତାର ଭୂକମ୍ପ ଅନୁଭୂତ
ଆସାମରେ ଆଜି ୫.୮ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି। ଅପରାହ୍ଣ ୪ଟା ୪୧ ମିନିଟ୍ରେ ଆସିଥିବା ଏହି ଭୂକମ୍ପର କେନ୍ଦ୍ର ଉଦଲଗୁରୀ ଜିଲ୍ଲାର ଖାରୁପେଟିଆ ନିକଟରେ ଥିଲା। ଏହାର ଗଭୀରତା ଭୂପୃଷ୍ଠରୁ ମାତ୍ର ୫ କିଲୋମିଟର ତଳେ ରହିଥିବା ଜାତୀୟ ଭୂ-ବିଜ୍ଞାନ ଗବେଷଣା କେନ୍ଦ୍ର ପକ୍ଷରୁ କୁହାଯାଇଛି।…