Browsing Tag

#metro tv

ଆଜିର ରାଶିଫଳ

ମେଷ: ବ୍ୟବସାୟରେ ବଡ଼ ଫଇସଲା ନେବାକୁ ପଡ଼ିପାରେ। ପାରିବାରିକ ବିବାଦ ଠାରୁ ଦୂରରେ ରୁହନ୍ତୁ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ଶିକ୍ଷାର୍ଥୀଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ। ‌ ବୃଷ: ଲକ୍ଷ୍ୟ ପୂରା କରିବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ବ୍ୟବସାୟରେ ଯଥେଷ୍ଟ…

“ ନବୀନ ବାବୁଙ୍କର ବିଧାନସଭାକୁ ଆସି ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନ ଉଠହାଇଛନ୍ତି। ନବୀନଙ୍କ ଏହି ଟାର୍ଗେଟ୍‌ ପରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ, ସୁନାମୀ ପାଇଁ ଚୋତାବନୀ ଜାରି

ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ ପାଣିପାଗ ବିଭାଗ ପକ୍ଷରୁ ୭.୬ ତୀବ୍ରତାର ଭୂମିକମ୍ପ ହୋଇଥିବା କଥା ସୂଚନା ଦିଆଯାଇଛି । ଏହାପରେ ବିଭିନ୍ନ ଉପକୂଳରେ ସୁନାମୀ ପାଇଁ ଚୋତାବନୀ ଜାରି କରାଯାଇଛି । ଜାପାନରେ ଜୋରଦାର ଭୂମିକମ୍ପ ପରେ ବିଭିନ୍ ଉପକୂଳରେ ଥିବା ଲୋକଙ୍କୁ…

ଭାରତୀୟ ଷ୍ଟକ୍ ବଜାରରେ ବଡ଼ ହ୍ରାସ,ସେନସେକ୍ସ ୬୦୯.୬୮ ପଏଣ୍ଟ ହ୍ରାସ ପାଇ ୮୫,୧୦୨.୬୯ ପଏଣ୍ଟରେ ବନ୍ଦ ହୋଇଛି

ସପ୍ତାହର ପ୍ରଥମ ବ୍ୟବସାୟ ଦିବସ ଅର୍ଥାତ୍ ଡିସେମ୍ବର ୮ ସୋମବାରରେ ଭାରତୀୟ ଷ୍ଟକ୍ ବଜାରରେ ଏକ ବଡ଼ ହ୍ରାସ ଦେଖାଯାଇଛି। ଉଭୟ ପ୍ରମୁଖ ବେଞ୍ଚମାର୍କ ସୂଚକାଙ୍କରେ ବଡ଼ ଧରଣର ହ୍ରାସ ଦେଖାଦେଇଛି । ସେନସେକ୍ସ ୬୦୯.୬୮ ପଏଣ୍ଟ ହ୍ରାସ ପାଇ ୮୫,୧୦୨.୬୯ ପଏଣ୍ଟରେ ବନ୍ଦ ହୋଇଛି । ସେହିପରି ନ୍ୟାସନାଲ…

ଟିଭି ସୁପରଷ୍ଟାର ତଥା ଗୌରବ ଖାନ୍ନା ବିଗ୍ ବସ୍-୧୯ର ବିଜେତା

ବିଗ୍ ବସ୍-୧୯ ଫାଇନାଲ ଶେଷ ହୋଇଛି । ସିଜିନ୍କୁ ମିଳି ସାରିଛି ବିଜେତା । ଟିଭି ସୁପରଷ୍ଟାର ତଥା ଗୌରବ ଖାନ୍ନା ବିଗ୍ ବସ୍-୧୯ ବିଜେତା ହୋଇଛନ୍ତି । ତାଙ୍କୁ ଟ୍ରଫି ସହ ୫୦ ଲକ୍ଷ ଟଙ୍କାର ପ୍ରାଇଜ ମନି ମିଳିଛି । ଫରହାନା ଭଟ୍ଟ ପ୍ରଥମ ରସର-ଅପ୍ ହୋଇଥିବା ଦ୍ଵିତୀୟ ରନର-ଅପ ପ୍ରଣୀତ ମୋରେ…

ବାରବାଟୀ T20: ଭାରତର ସମ୍ଭାବ୍ୟ ଚୂଡ଼ାନ୍ତ ଏକାଦଶ କିପରି ହେବ?

ଟେଷ୍ଟ ଓ ଦିନିକିଆ ମ୍ୟାଚ୍‌ର ଉତ୍ତେଜନା ସମାପ୍ତ ହେବା ପରେ, ଡିସେମ୍ବର ୯ ତାରିଖରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ T20 ଆନ୍ତର୍ଜାତୀୟ ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ପ୍ରତିଷ୍ଠିତ ସିରିଜ୍‌ର ପ୍ରଥମ ମୁକାବିଲା କଟକର ବାରବାଟୀ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି…

ଶିକ୍ଷକ ବିଦ୍ୟାଳୟ ଛାଡି , ପାଠପଢ଼ା ଛାଡି ଧାରଣାରେ ବସିବା କେତେ ଦୂର ଠିକ୍  ?

ବର୍ଷ ବର୍ଷ ଧରି ଶିକ୍ଷକମାନଙ୍କ ଦାବିନେଇ ଚାଲିଛି ଆନ୍ଦୋଳନ । ଚାକିରି ନିୟମିତ କରିବା ଏବଂ ୪୨୦୦ ଟଙ୍କା ଗ୍ରେଡ୍ ପେ' ଭଳି ଦାବି ମାନିନେବାକୁ ଶିକ୍ଷକମାନେ ଦାବି କରୁଛନ୍ତି । ବିଭିନ୍ନ ଦାବିନେଇ ବିଦ୍ୟାଳୟ ଛାଡି ରାଜଧାନୀରେ ଏବେ ଶିକ୍ଷକ ଧାରଣାରେ ବସିଛନ୍ତି । ପ୍ରାଥମିକ ଶିକ୍ଷକମାନେ…

ବ୍ରିଟିଶ ଶାସନକୁ ସଠିକ୍ ଜବାବ ଦେଇଥିଲା ‘ବନ୍ଦେ ମାତରମ୍’ ସ୍ଲୋଗାନ୍ – ମୋଦୀ

ସଂସଦରେ ବନ୍ଦେ ମାତରମ୍ ବିତର୍କ । ଅଭିଭାଷଣ ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଅଭିଭାଷଣ ବେଳେ କଂଗ୍ରେସକୁ ପରୋକ୍ଷରେ ଟାର୍ଗେଟ୍ କଲେ ପିଏମ୍ । ପିଏମ୍ କହିଛନ୍ତି ଜରୁରୀ ପରିସ୍ଥିତି ବେଳେ ବନ୍ଦେ ମାତରମ ଶହେ ବର୍ଷ ପୂରଣ କରିଥିଲା । ସେହି ସମୟରେ ଗଣତନ୍ତ୍ର ବିପଦରେ ଥିଲା । ୧୮୭୫ରୁ…

ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ , ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ୫୦ ଲକ୍ଷ

ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ କାର୍ଯ୍ୟ ଆରମ୍ଭରୁ ଆଜିର ବାତାବରଣ ବେଶ୍ ସ୍ୱାଭାବିକ ରହିଥିବା ଦେଖିବାକୁ ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ହୋଇଛି ୫୦ ଲକ୍ଷ ଟଙ୍କା । ସେହିପରି ଅନ୍ୟ ଏକ ସରକାରୀ ବାସଭବନର ମରାମତିରେ ଖର୍ଚ୍ଚ ହୋଇଛି ୨୩…

ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି

ଆସନ୍ତାକାଲି ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ପାଇଁ ଦର୍ଶକଙ୍କ ମଧ୍ୟରେ ପ୍ରବକ ଉତ୍କଣ୍ଠା । ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି । ଏହି ମ୍ୟାଚରେ ବାରବାଟୀ ଷ୍ଟାଡିୟମ୍‌ରେ ପ୍ରଥମ ଥର ଓପନ୍‌ କନସର୍ଟ ଅନୁରୂପ ଅନୁଭୂତି ନେବେ…