Browsing Tag

#metro tv

ଅଯୋଧ୍ୟା ଶ୍ରୀ ରାମ ମନ୍ଦିର ଦାନ ଅର୍ଥ ଦୁର୍ନୀତି ମାମଲା: ଚମ୍ପତ ରାୟ ଏବଂ ଟ୍ରଷ୍ଟର ସଦସ୍ୟ ଅନିଲ ମିଶ୍ରଙ୍କୁ କ୍ଲିନ…

ଅଯୋଧ୍ୟା ଶ୍ରୀ ରାମ ମନ୍ଦିର ଦାନ ଅର୍ଥ ଦୁର୍ନୀତି ମାମଲାରେ ଏସଆଇଟି ନିଜର ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିଛି । ଏହି ରିପୋର୍ଟରେ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପୂର୍ବତନ ମହାସଚିବ ଚମ୍ପତ ରାୟ ଏବଂ ଟ୍ରଷ୍ଟର ସଦସ୍ୟ ଅନିଲ ମିଶ୍ରଙ୍କୁ କ୍ଲିନ ଚିଟ୍ ପ୍ରଦାନ କରିଛି SIT ।…

ବନ୍ୟା କ୍ଷୟକ୍ଷତି ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଙ୍କ ବଡ଼ ଘୋଷଣା ,ବିପର୍ଯ୍ୟୟ ମୁକାବିଲା ଲାଗି ହଜାରେ କୋଟିର…

ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ବିପର୍ଯ୍ୟୟ ମୁକାବିଲା ଲାଗି ହଜାରେ କୋଟିର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅଣସେଚିତ ଜମି ପାଇଁ ହେକ୍ଟର ପିଛା ୮୫୦୦ ଟଙ୍କା, ଜଳସେଚିତ ଜମି ପାଇଁ ୧୭,୦୦୦ ଟଙ୍କା ଘୋଷଣା…

ଆଜି ମଧ୍ୟ ବନ୍ଦ ଓଲା, ଉବେର ଓ ରାପିଡୋ ଭଳି ଅନଲାଇନ୍ ସେବା , ଆନ୍ଦୋଳନର ଦ୍ୱିତୀୟ ଦିନରେ ହନ୍ତସନ୍ତ ହେଉଛନ୍ତି ଯାତ୍ରୀ

ଆଜି ମଧ୍ୟ ବନ୍ଦ ଓଲା, ଉବେର ଓ ରାପିଡୋ ଭଳି ଅନଲାଇନ୍ ସେବା । ଆନ୍ଦୋଳନର ଦ୍ୱିତୀୟ ଦିନରେ ହନ୍ତସନ୍ତ ହେଉଛନ୍ତି ଯାତ୍ରୀ । କିଛି ସ୍ଥାନରେ ଡ୍ରାଇଭର ମାନେ ଧାରଣାକୁ ଓହ୍ଲାଇଛନ୍ତି ଆଉ ପିକେଟିଙ୍ଗ ମଧ୍ୟ କରୁଛନ୍ତି । ଏନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସବୁ ଛକ…

ଦୁଇ ଦିନ ପ୍ରବଳ ବର୍ଷା

ଦୁଇ ଦିନ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ପଶ୍ଚିମବଙ୍ଗ ଉପରେ ଅବପାତ ରହିଥିବା ବେଳେ ଝାଡ଼ଖଣ୍ଡ ଆଡକୁ ଗତି କରୁଛି । ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା । ଭାଷଣ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜକୁ ରେଡ୍…

ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା,ସୁନ୍ଦରଗଡ଼, ଭଦ୍ରକ ଓ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୩ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସୁନ୍ଦରଗଡ଼, ଭଦ୍ରକ ଓ ମୟୂରଭଞ୍ଜରେ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଏସବୁ ଜିଲ୍ଲାରେ ଆଜି ସବୁ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ଏଣୁ ଜିଲ୍ଲା…

ଏହି ରାଶିଙ୍କ ପାଇଁ ଆଜି ରହିଛି ଶୁଭ ଫଳ

ମେଷ : ଆଜି ମେଷ ରାଶିର ଦିନଟି ସାଧାରଣ ରହିବ । ବ୍ୟବସାୟରେ କିଛି ମାନ୍ଦାବସ୍ଥା ଦେଖାଦେଇପାରେ, ହେଲେ ନୂଆ ଯୋଜନା ଭବିଷ୍ୟତରେ ଲାଭ ଦେବ । ଆର୍ଥିକ ସ୍ଥିତି ସ୍ୱାଭାବିକ ରହିବ । ପରିବାରରୁ ଭଲ ଖବର ମିଳିପାରେ । ଧାର୍ମିକ କାର୍ଯ୍ୟରେ ଯୋଗଦେଲେ ସମ୍ମାନ ବଢ଼ିବ । ପୁରୁଣା ବନ୍ଧୁଙ୍କ ସହ ଦେଖା…

ବର୍ଷାଋତୁ ରେ ଆଖି ସଂକ୍ରମଣ ସମସ୍ୟାରୁ କିପରି ମିଳିବ ମୁକ୍ତି

ବର୍ଷାଋତୁ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ଦେଇଥାଏ। ଏଥିସହିତ ଅନେକ ପ୍ରକାରର ସ୍ୱାସ୍ଥ୍ୟ ସମସ୍ୟା ମଧ୍ୟ ନେଇ ଆସିଥାଏ। ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଆଖି ସଂକ୍ରମଣ । ଏହି ଋତୁରେ ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି, ଜଳ ଉତ୍ସ ଦୂଷିତ ହେବା ଏବଂ ବାହ୍ୟ ବାତାବରଣ ଅପରିଚ୍ଛନ୍ନ ହେବା ଆଶଙ୍କା…

ଭାରତୀୟ ଜନତା ପାର୍ଟିର ନୂଆ ସୋସିଆଲ ମିଡିଆ ସଂଯୋଜକ ଭାବେ ନିଯୁକ୍ତ ହେଲେ ଦୀପକ ମହସ୍କେ

କେତେକ ରାଜ୍ୟରେ ହେବାକୁ ଯାଉଥିବା ନିର୍ବାଚନ ପୂର୍ବରୁ ବିଜେପି ପାର୍ଟିର ଜାତୀୟ ଟିମ୍ ରେ ପରିବର୍ତ୍ତନ କରାଯାଇଛି। ଏଥିରେ ଦୀପକ ମହସ୍କେ ନୂଆ ସୋସିଆଲ ମିଡିଆ ସଂଯୋଜକ ନିଯୁକ୍ତ ହୋଇଛନ୍ତି। ମହସ୍କେଙ୍କୁ ସୋସିଆଲ ମିଡିଆ ସହସଂଯୋଜକ ନିଯୁକ୍ତ ପ୍ରୀତି ଗାନ୍ଧି, ଶିବାନନ୍ଦ ଦ୍ୱିବେଦୀ, ଆଲୋକ ଭଟ୍ଟ…

୭ ଦଫା ଦାବି ନେଇ ଅନଲାଇନ୍ ଆପ୍ ଡ୍ରାଇଭରଙ୍କ ‘ଜିରୋ ସପ୍ଲାଇ’ ଆନ୍ଦୋଳନ ,ଯାତ୍ରୀ ହନ୍ତସନ୍ତ

ଅନଲାଇନ କ୍ୟାବ ଡ୍ରାଇଭରଙ୍କ ଧର୍ମଘଟର ପ୍ରଭାବ । ସେବା ଠପ୍ , ଯାତ୍ରୀ ହନ୍ତସନ୍ତ। ୭ ଦଫା ଦାବି ନେଇ ଅନଲାଇନ୍ ଆପ୍ ଡ୍ରାଇଭରଙ୍କ ‘ଜିରୋ ସପ୍ଲାଇ’ ଆନ୍ଦୋଳନ । ଅନଲାଇନ୍ ଡ୍ରାଇଭର୍ ମଞ୍ଚ, ଅନଲାଇନ୍ ଓ ଅଫଲାଇନ୍ ଡ୍ରାଇଭର ସଂଗଠନର ମିଳିତ ସଂଗ୍ରାମ ସମିତି ପକ୍ଷରୁ ଓଲା, ଉବେର୍, ର‍ାପିଡୋ ଭଳି…

ଲଘୁଚାପଜନିତ ବର୍ଷା ଓ ବୈତରଣୀ-ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି,ଆସନ୍ତାକାଲି ଯାଜପୁର  ଜିଲ୍ଲାରେ ସମସ୍ତ ସ୍କୁଲ…

ଆସନ୍ତାକାଲି ଯାଜପୁର  ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ଲଘୁଚାପଜନିତ ବର୍ଷା ଓ ବୈତରଣୀ-ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ହେତୁ ଆସନ୍ତାକାଲି (୧୮ ଅଗଷ୍ଟ ୨୦୨୬, ମଙ୍ଗଳବାର ) ଯାଜପୁର ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ…