Browsing Tag

#metro tv

ଓଡ଼ିଶା ପୁଲିସରେ ୧୬,୦୫୯ଟି ନୂତନ ପଦବୀ ସୃଷ୍ଟି କରିବାକୁ ଘୋଷଣା

ମୁଖ୍ୟତଃ ଆଇନ ଶୃଙ୍ଖଳା ବଜାୟ ରଖିବା, ଅପରାଧ ରୋକିବା ଏବଂ ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ପୁଲିସ ବହୁମୁଖୀ ଭୂମିକା ନିର୍ବାହ କରିଥାଏ। ଏଥିରେ ଅପରାଧର ତଦନ୍ତ, ଅପରାଧୀଙ୍କୁ ଧରିବା ଏବଂ ଆଇନ ଶୃଙ୍ଖଳାକୁ ବଜାୟ ରଖିବା ଅନ୍ତର୍ଭୁକ୍ତ। ସେମାନେ ଜନଶୃଙ୍ଖଳା ରକ୍ଷଣାବେକ୍ଷଣ,…

୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ଜିଲ୍ଲା ସଭାପତି

୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ଜିଲ୍ଲା ସଭାପତି । ଏନେଇ ବିଜେଡିର ରାଜ୍ୟ ନିର୍ବାଚନ ଅଧିକାରୀ ବିଧାୟକ ପ୍ରତାପ କେଶରୀ ଦେବ ସୂଚନା ଦେଇଛନ୍ତି । ତାଙ୍କ କହିବା ମୁତାବକ, ବିଜେଡିର ସାଙ୍ଗଠନିକ ନିର୍ବାଚନ ପରିଚାଳନା କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବାକୁ ଯାଉଛି । ତେବେ…

ମୁର୍ଶିଦାବାଦ ଦଙ୍ଗା – ଇସ୍ଲାମିକ ମୌଳବାଦୀମାନେ ୨୦୧୯ ସିଏଏ ବିରୋଧୀ ଦଙ୍ଗା ସମୟରେ ବ୍ୟବହାର କରିଥିବା ରଣନୀତି…

ଓ୍ବାକଫ ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଘଟିଥିବା ଘଟଣା ସମ୍ପର୍କରେ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି ଗୁଇନ୍ଦା ଏଜେନ୍ସି। ଇସ୍ଲାମିକ ମୌଳବାଦୀମାନେ ୨୦୧୯ ସିଏଏ ବିରୋଧୀ ଦଙ୍ଗା ସମୟରେ ବ୍ୟବହାର କରିଥିବା ରଣନୀତି ଭଳି ରଣନୀତି ବ୍ୟବହାର କରୁଛନ୍ତି ବୋଲି ଏଜେନ୍ସିମାନେ…

ନୂଆ ଓଡ଼ିଆ ସିନେମା ‘ଛି ଛି ଛିରେ ନନୀ ଛି ଛି’ ରେ ଶୈଳେନ୍ଦ୍ର-ଶିବାନୀଙ୍କ ଯୋଡ଼ି ଦେଖିବାକୁ ପାଇବେ ଦର୍ଶକ

‘ଛି ଛି ଛିରେ ନନୀ ଛି ଛି’- କିଛିଦିନ ତଳେ ଏହି ମୁଖୁଡ଼ା ଥିବା ଗୀତଟି ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହୋଇଥିଲା। ଏବେ ସମାନ ଶବ୍ଦକୁ ଶୀର୍ଷକ ଭାବେ ନେଇ ପ୍ରସ୍ତୁତ ହେଉଛି ନୂଆ ଓଡ଼ିଆ ସିନେମା ‘ଛି ଛି ଛିରେ ନନୀ ଛି ଛି’। ଏହି ଛବିରେ ନାୟକ-ନାୟିକା ଭାବେ ଅଭିନୟ କରୁଛନ୍ତି ଶୈଳେନ୍ଦ୍ର…

ଲାପ୍‌ଟପ୍‌, ସ୍ମାର୍ଟଫୋନ, ‌ଚିପ୍‌ ସମେତ ୨୦ଟି ସାମଗ୍ରୀ ଉପରେ ପାଲଟା ଶୁଳ୍କକୁ ଆମେରିକା ପ୍ରଶାସନ ବାଦ୍‌ ଦେଇଛି

ଟ୍ରମ୍ପ ପ୍ରଶାସନ ଆଜି ଏକ ବଡ଼ ନିଷ୍ପତ୍ତି ନେଇଛି। ଲାପ୍‌ଟପ୍‌, ସ୍ମାର୍ଟଫୋନ, ‌ଚିପ୍‌ ସମେତ ୨୦ଟି ସାମଗ୍ରୀ ଉପରେ ପାଲଟା ଶୁଳ୍କକୁ ଆମେରିକା ପ୍ରଶାସନ ବାଦ୍‌ ଦେଇଛି। ପାଲଟା ଶୁଳ୍କ ଫଳରେ ଆମେରିକାରେ ସାମଗ୍ରୀ ମହଙ୍ଗା ହେବ ବୋଲି ବଡ଼ ବଡ଼ ଆମେରିକୀୟ ପ୍ରଯୁକ୍ତି କମ୍ପାନି ଆଶଙ୍କା ବ୍ୟକ୍ତ…

ପୁଣି ଥରେ ତାଜିକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

ରବିବାର ପୁଣି ଥରେ ତାଜିକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ପୂର୍ବାହ୍ନ ୯ଟା ୫୪ର ତାଜିକିସ୍ତାନର ଅଧିକାଂଶ ସ୍ଥାନରେ ଭୂମିକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି କହିଛି ଯେ, ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ଥିଲା। ଭୂକମ୍ପର…

ଶରୀରକୁ ସବୁବେଳେ ଥଣ୍ଡା ରଖେ କାକୁଡି

ଗରମ ଦିନ ହେଉ କି ବର୍ଷା ଦିନ ଅବା ହେଉ ଶୀତ ଦିନ କାକୁଡିର ଚାହିଦା ସବୁବେଳେ ଥାଏ । ଲୋକେ କାକୁଡି ସାଲାଡ ଖାଇବାକୁ ସବୁବେଳେ ପସନ୍ଦ କରୁଥିବା ବେଳେ ଗରମ ଦିନେ କିନ୍ତୁ କାକୁଡିର ଚାହିଦା ଅଧିକ ରହିଥାଏ ଆଉ ବଜାରରେ ବେଶି ବିକ୍ରିହୁଏ । ବାଟରେ ଘାଟରେ ଲୋକେ କାକୁଡି ଏବଂ ଲଙ୍କାଲୁଣ ଧରି ବିକ୍ରି…

ଆଇପିଏଲ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ, ରୟାଲକୁ ଭେଟିବ ରୟାଲ୍ସ, ଦିଲ୍ଲୀ-ମୁମ୍ବଇ ମୁକାବିଲା

ଆଇପିଏଲ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଜୟପୁରରେ ଅପରାହ୍ଣ ୨୮ତମ ମ୍ୟାଚରେ ରାଜସ୍ଥାନ ରୟାଲ୍‌ସ-ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଓ ସନ୍ଧ୍ୟାରେ ଦିଲ୍ଲୀ କ୍ୟାପିଟାଲ୍‌ସ-ମୁମ୍ବଇ ଇଣ୍ଡିଆନ୍‌ସ ମୁକାବିଲା ହେବ। ସଞ୍ଜୁ ସାମସନଙ୍କ ନେତୃତ୍ବାଧିନ ରାଜସ୍ଥାନ ରୟାଲ୍‌ସ ୫ଟି ମ୍ୟାଚ ଖେଳି ୨ଟି…

ଆଜି ରାଜଧାନୀ ଭୁବନେଶ୍ବରର ଜନ୍ମଦିନ

ଆଜି ରାଜଧାନୀ ଭୁବନେଶ୍ବରର ଜନ୍ମଦିନ । ୭୭ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ବର । ପ୍ରତିଷ୍ଠା ଦିବସ ଉପଲକ୍ଷେ ସଜେଇ ହୋଇଛି ରାଜଧାନୀ  । ଆଜି ପ୍ରତିଷ୍ଠା ଦିବସ ଅବସରରେ ରାଜଧାନୀରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି ।ରାଜଧାନୀ ଭୁବନେଶ୍ଵର ପାଳୁଛି ୭୭ତମ ପ୍ରତିଷ୍ଠା ଦିବସ।…

ଜାଣନ୍ତୁ ଆଜିର ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ନ୍ୟାୟର ଦେବତା ଓ କର୍ମଫଳ ଦାତା ବୋଲି କୁହାଯାଏ । ଶନି ଗ୍ରହ ସବୁଠାରୁ ଧିମା ଗତିରେ ଚଳନ କରି ଥାନ୍ତି । ସେ ଅଢେଇ ବର୍ଷକୁ ଥରେ ରାଶି ପରିବର୍ତ୍ତନ କରି ଥାନ୍ତି । ଏହାସହ ୩୦ ବର୍ଷକୁ ଥରେ ଶନି ରାଶି ଚକ୍ରକୁ ପୂରଣ କରି ଥାନ୍ତି । ସମୟ ଅନୁଯାୟୀ ଶନି ଓଲଟା ମଧ୍ୟ…