କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଛନ୍ତି। କେନ୍ଦ୍ରମନ୍ତ୍ରୀ ଏଲ୍. ମୁରୁଗନଙ୍କ ଦିଲ୍ଲୀ ଘରେ ପୋଙ୍ଗଲ ପାଳିବା ସହ ପୂଜାର୍ଚ୍ଚନା କରିଛନ୍ତି। ଏପରିକି କିଛି ଗାଈ ମାନଙ୍କୁ ଖାଇବାକୁ ମଧ୍ୟ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ପୋଙ୍ଗଲ ଏକ…