Browsing Tag

#metro tv

ବାଂଲାଦେଶ ଏବେ ଭାରତରେ ଏହାର ସମସ୍ତ ନିର୍ଦ୍ଧାରିତ ମ୍ୟାଚ୍ ଖେଳିବାକୁ ବାଧ୍ୟ

ବାଂଲାଦେଶ କ୍ରିକେଟ ବୋର୍ଡକୁ ବଡ଼ ଝଟକା ଦେଇଛି ICC । ଆନ୍ତର୍ଜାତୀୟ କ୍ରିକେଟ ପରିଷଦ କହିଛି ଯେ, ଟି-୨୦ ବିଶ୍ୱକପ୍ ମ୍ୟାଚ୍ ଭାରତ ବାହାରକୁ ସ୍ଥାନାନ୍ତର କରିବା ପାଇଁ ବାଂଲାଦେଶର ଦାବି ଗ୍ରହଣ କରାଯିବ ନାହିଁ । ବାଂଲାଦେଶ ଦଳ ଭାରତରେ କୌଣସି ଗମ୍ଭୀର ବିପଦର ସମ୍ମୁଖୀନ ହେଉନାହିଁ । ଆଉ…

ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତା ୧୮ ତାରିଖ ଭିତରେ ସୁଭଦ୍ରା ଟଙ୍କା ମିଳିବା ନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧…

ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍‌ର ଚଳାଚଳ ଆରମ୍ଭ

ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍‌ର ଚଳାଚଳ ଆରମ୍ଭ ହେବାକୁ ଯାଉଛି। କଲକାତା (ହାୱଡା)ରୁ ଗୁଆହାଟୀ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟ୍ରେନ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି ଟ୍ରେନ୍‌ର ବିଶେଷତ୍ବ ହେଉଛି…

ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ

ଷ୍ଟେସନରେ ଲାଗିଛି ନିଆଁ । ଝାରସୁଗୁଡ଼ା ରେଳ ଷ୍ଟେସନରେ ଭୟାନକ ଅଗ୍ନିକାଣ୍ଡ । ନିଆଁ ଲିଭା କାର୍ଯ୍ୟରେ ଦମକଳ ବାହିନୀକୁ ନିୟୋଜିତ କରାଯାଇଛି। ବର୍ତ୍ତମାନ ସୁଦ୍ଧା ନିଆଁ ଆୟତ୍ତ ହୋଇନଥିବା ସୂଚନା ମିଳିଛି ।ଖବର ଅନୁଯାୟୀ, ମଙ୍ଗଳବାର ସକାଳ ସମୟରେ ଝାରସୁଗୁଡ଼ା ରେଳ ଷ୍ଟେସନରେ ହଠାତ୍ ନିଆଁ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ

କାଲି ମକର ସଂକ୍ରାନ୍ତି । ଏହାର ଠିକ୍ ପୂର୍ବଦିନ ଅର୍ଥାତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ । ଏହାସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେଉଛି। ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁର ମାନଙ୍କୁ ଲାଗି କରାଯାଇଥାଏ । ଆଜି…

ଘରୋଇ ଉପାୟରେ କିପରି ନେବେ ଓଠର ଯତ୍ନ

ଶୀତଦିନେ ଆସିଲେ ଆମ ଚେହେରା ତ୍ୱଚାରେ ଅନେକ ପରିବର୍ତ୍ତନ ଦେଖାଯାଏ । କାରଣ ଏହି ଦିନରେ ଅନେକ ପରିବର୍ତ୍ତନ ଦେଖାଯାଏ ।  ଥଣ୍ଡା ପବନ ଏବଂ  ଶୁଷ୍କ ପାଣିପାଗ ଯୋଗୁଁ ଆମ ତ୍ୱଚାରେ ଅନେକ ପରିବର୍ତ୍ତନ ଦେଖାଦିଏ । କିନ୍ତୁ ଆପଣ କେବେ ଚିନ୍ତା କରିଛନ୍ତି କି, ଶୀତଦିନେ ଶରୀରର ଅନ୍ୟ ଅଙ୍ଗ ଅପେକ୍ଷା…

ପୁଣି ବଢିଲା ଶୀତ,୧୫ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ

ମାତ୍ର ଦୁଇ ଦିନର ଆଶ୍ବସ୍ତି ପରେ ପୁଣି ବଢିଲା ଶୀତ। ମେଘାଚ୍ଛନ୍ନ ବାଦଲ ହଟିବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଖସିଲା ରାତି ତାପମାତ୍ରା । ଆକାଶ ମେଘାଚ୍ଛନ୍ନ ରହିଥିବାରୁ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲା । ଅଧିକାଂଶ ସ୍ଥାନରେ ରାତିର ତାପମାତ୍ରା ୫ରୁ ୭ ଡିଗ୍ରି…

ଆଜିର ରାଶିଫଳ

ମେଷ: ସମାଧାନ ମାଧ୍ୟମରେ ସଫଳତା ହାସଲ କରିବାର ପ୍ରୟାସ ସଫଳ ହେବ । ଆପଣଙ୍କ କାମରେ ଥିବା ବାଧା ଦୂର ହେବ, ଯାହା ପ୍ରଗତି ପାଇଁ ଏକ ପଥ ପ୍ରଦାନ କରିବ । ଆପଣଙ୍କ କାମକୁ ସହଜ କରି ପ୍ରଗତି ହେବ । ସମାଜରେ ଆପଣଙ୍କ ସମ୍ମାନ ବୃଦ୍ଧି ପାଇବ । ନୂତନ ଦାୟିତ୍ୱ ପାଇବାର ସମ୍ଭାବନା ଅଛି । ଆପଣଙ୍କ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା

ଗାନ୍ଧୀନଗରର ମହାତ୍ମା ମନ୍ଦିର କନଭେନସନ ସେଣ୍ଟରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି । ଆଲୋଚନା ପରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଭାରତ ଏବଂ ଜର୍ମାନୀ ଘନିଷ୍ଠ ସହଯୋଗୀ। ସେଥିପାଇଁ ଆଜି ଭାରତରେ ୨,୦୦୦ ରୁ ଅଧିକ…

୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା, ଭତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଗକୁ ବିଧାନସଭା ଆସନ ସଂଖ୍ୟା ବଢିପାରେ । ବିଧାନସଭାରେ ଆଉ ୫୦ଟି ସିଟ୍ ବଢ଼ିପାରେ । ସେଣ୍ଟ୍ରାଲ ଭିଷ୍ଟା ଢାଞ୍ଚାରେ ହେବ ନୁଆ ଲୋକସେବା ଭବନ ଓ ବିଧାନସଭା । ସୀମା ନିର୍ଦ୍ଧାରଣ ପରେ ବଢ଼ିପାରେ ବିଧାନସଭା ସିଟ୍ ସଂଖ୍ୟା ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ୭୦ ବର୍ଷ ପରେ ନୂଆ ରୂପ ନେବ…