ଇସ୍ତଫା ଦେଲେ ନେପାଳ ପ୍ରଧାନମନ୍ତ୍ରୀ, ମନ୍ତ୍ରୀଙ୍କ ଘରେ ଭଙ୍ଗାରୁଜା ଏବଂ ନିଆଁ ଲଗାଇଛନ୍ତି ବିକ୍ଷୋଭକାରୀ
ନେପାଳରେ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ଲଗାଇବା ନିଷ୍ପତ୍ତି ବିରୋଧରେ ଆରମ୍ଭ ହୋଇଥିବା ବିକ୍ଷୋଭ ହିଂସାତ୍ମକ ହେବାରେ ଲାଗିଛି। ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେଇଛନ୍ତି । ସୋମବାରଠାରୁ ଚାଲିଥିବା ଏହି ଆନ୍ଦୋଳନରେ ଏପର୍ଯ୍ୟନ୍ତ ୧୯ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ଅନେକ ସହରରେ…