Browsing Tag

#metro tv

୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା

ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳ ସହ ଉପକୂଳ ଜିଲ୍ଲାମାନଙ୍କରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆଜି ୩ ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଥିବା ବେଳେ ୭ ସହରର ତାପମାତ୍ରା ୩୯ ଡିଗ୍ରି ଉପରେ ରହିଥିଲା। ଆସନ୍ତାକାଲି କୋରାପୁଟ୍, ମାଲକାନଗିରି , ରାୟଗଡ଼ା, ଜଗପତି  ଓ ଗଞ୍ଜାମରେ ବର୍ଷା ଆଶଙ୍କା…

ଆଜି ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ଆରାଧ୍ୟ ମର୍ଯ୍ୟାଦା ପୁରୁଷ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ

ଆଜି ପବିତ୍ର ରାମନବମୀ । ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ଆରାଧ୍ୟ ମର୍ଯ୍ୟାଦା ପୁରୁଷ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ । ରାମନବମୀକୁ ଧୁମଧାମରେ ପାଳନ ପାଇଁ ସାରା ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମସ୍ଥଳୀ…

ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ

ଆସନ୍ତା ଅପ୍ରେଲ  ୭(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଏହି ସୋମବାର ୟୁନିଟ-୫, ଭୁବନେଶ୍ଵରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ…

ପୁଲିସ ପାଖରେ ଆତ୍ମସମର୍ପଣ କଲେ ଛତିଶଗଡ଼ର ୮୬ ମାଓବାଦୀ

ପୁଣି ପୁଲିସ ପାଖରେ ଆତ୍ମସମର୍ପଣ କଲେ ମାଓବାଦୀ। ତେଲେଙ୍ଗାନାରେ ଆତ୍ମସମର୍ପଣ କଲେ ଛତିଶଗଡ଼ର ୮୬ ମାଓବାଦୀ। ଭଦ୍ରାଦ୍ରୀ କୋଥାଗୁଡେମ୍ ଜିଲ୍ଲାରେ ନକ୍ସଲଙ୍କ ଆତ୍ମସମର୍ପଣ। ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଭିତରୁ ୨୦ ଜଣ ମହିଳା ମାଓବାଦୀ ଅଛନ୍ତି। ଆତ୍ମସମର୍ପଣ କରିଥିବା ସମସ୍ତ…

ବିଶ୍ବ ବ୍ୟାପୀ ଷ୍ଟକ ବଜାର ଅସ୍ଥିର

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ବର ବିଭିନ୍ନ ଦେଶ ଉପରେ ପାଲଟା ଟିକସ ଲଗାଇବା ପରେ ସମଗ୍ର ବିଶ୍ବର ଷ୍ଟକ୍ ବଜାର ଅସ୍ଥିର ହୋଇପଡ଼ିଛି। ସବୁଠୁ ଅଧିକ ଅସ୍ଥିର ହୋଇଛି ଆମେରିକାର ଷ୍ଟକ୍ ବଜାର। ଆମେରିକାର ଡାଓ ଜୋନ୍‌ସ ୧୦୦୦ ପଏଣ୍ଟ ହ୍ରାସ ସହ ଏହାର କାରବାର ଆରମ୍ଭ କରିଛି।…

ଏପ୍ରିଲ 11 ରୁ ରାଜ୍ୟରେ ଆରମ୍ଭ ହେବ ଆୟୁଷ୍ମାନ ଯୋଜନା, ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ

ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏ କାର୍ଡ ମିଳିବ। ପୂର୍ବରୁ କେବଳ ୯୦୦ ହସ୍ପିଟାଲରେ ଦେୟମୁକ୍ତ…

ତେଲେଙ୍ଗାନାରେ ଆତ୍ମସମର୍ପଣ କଲେ ଛତିଶଗଡ଼ର ୮୬ ମାଓବାଦୀ

ପୁଣି ପୁଲିସ ପାଖରେ ଆତ୍ମସମର୍ପଣ କଲେ ମାଓବାଦୀ। ତେଲେଙ୍ଗାନାରେ ଆତ୍ମସମର୍ପଣ କଲେ ଛତିଶଗଡ଼ର ୮୬ ମାଓବାଦୀ। ଭଦ୍ରାଦ୍ରୀ କୋଥାଗୁଡେମ୍ ଜିଲ୍ଲାରେ ନକ୍ସଲଙ୍କ ଆତ୍ମସମର୍ପଣ। ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଭିତରୁ ୨୦ ଜଣ ମହିଳା ମାଓବାଦୀ ଅଛନ୍ତି। ଆତ୍ମସମର୍ପଣ କରିଥିବା ସମସ୍ତ…

ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଆରମ୍ଭ

ଆଜି ପବିତ୍ର ଅଶୋକାଷ୍ଟମୀ। ଏହି ଅବସରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଆରମ୍ଭ ହୋଇଛି। ଅଣଲେଉଟା ରଥରେ ବାହାରିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସେଇଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଏକାମ୍ରକ୍ଷେତ୍ର। ମହାପ୍ରଭୁଙ୍କ ନୀତିନିର୍ଘଣ୍ଟ ସମ୍ପନ୍ନ  ପରେ ରଥଟଣା ଆରମ୍ଭ ହୋଇଛି। ଆଜି…

ଲରେନ୍ସ ଗ୍ୟାଙ୍ଗର ୫ ଜଣ ଗିରଫ, ସଲମାନଙ୍କୁ Y Plus କ୍ୟାଟେଗୋରୀର ସୁରକ୍ଷା

ମୁମ୍ବାଇ ପୋଲିସର କ୍ରାଇମବ୍ରାଞ୍ଚ ଲରେନ୍ସ ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଅନ୍ଧେରି ଅଞ୍ଚଳରୁ ଗିରଫ କରିଛି। ସେମାନଙ୍କ ପାଖରୁ ୭ଟି ପିସ୍ତଲ ଏବଂ ୨୧ଟି ଲାଇଭ କାର୍ଟ୍ରିଜ ଜବତ କରିଛି। ବଲିଉଡ୍ ଭାଇଜାନ୍ ସଲମାନ ଖାନଙ୍କୁ ବାରମ୍ବାର ଧମକ ଦେଉଥିବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ଆତଙ୍କ ମୁମ୍ବାଇରେ…

ୱାକଫ ବିଲ୍ ଏବଂ ମୁସଲମାନ ୱାକଫ୍ ବିଲ୍ ଗୃହୀତ ହେବାକୁ ପ୍ରଶଂସା କରିଛନ୍ତି ମୋଦୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦର ଉଭୟ ଗୃହ ଦ୍ୱାର ୱାକଫ (ସଂଶୋଧନ) ବିଲ୍ ଏବଂ ମୁସଲମାନ ୱାକଫ୍ (ରଦ୍ଦ) ବିଲ୍ ଗୃହୀତ ହେବାକୁ ପ୍ରଶଂସା କରିଛନ୍ତି । ଏହା ସାମାଜିକ-ଆର୍ଥିକ ନ୍ୟାୟ, ସ୍ୱଚ୍ଛତା ଏବଂ ସମାବେଶୀ ଅଭିବୃଦ୍ଧି ପାଇଁ ଆମର ସାମୂହିକ ପ୍ରୟାସରେ ଏକ ଯୁଗାନ୍ତକାରୀ…