ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ଶେଷ, ମେ‘ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ…
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ଶେଷ ହୋଇଛି। ପରୀକ୍ଷା ଶେଷ ହୋଇଯାଇଥିବାରୁ ଏହାର ଫଳ ପ୍ରକାଶନ ପାଇଁ ସିଏଚ୍ଏସ୍ଇ ଖାତା ଦେଖିବା ନେଇ ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତା ୨…