Browsing Tag

#metro tv

ଭାରସାମ୍ୟ ହରାଇ ଚାଷ ଜମି କୁ ଓଲଟିଲା ଓଏସ୍‌ଆର୍‌ଟିସି ବସ୍‌ , ୧୫ ଆହତ

ଭାରସାମ୍ୟ ହରାଇ ଚାଷ ଜମି କୁ ଓଲଟିଲା ଓଏସ୍‌ଆର୍‌ଟିସି ବସ୍‌।  ଅଳ୍ପକେ ବର୍ତ୍ତିଲେ ୪୯ ଯାତ୍ରୀ। ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲ୍ଲା ପଦ୍ମପୁର ବ୍ଲକ ଆଖୁସିଙ୍ଗ ଦେଇ ଯାଉଥିବା ୩୨୬ ନଂ ଜାତୀୟ ରାଜପଥରେ। ଏକ ଯାତ୍ରୀବାହୀ ବସ୍  ପୁରୀ ରୁ କୋଟପାଡ଼ ଅଭିମୁଖେ ଯାଉଥିବାବେଳେ ଭାରସାମ୍ୟ…

ଶ୍ରୀମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା

ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବଢ଼ୀ ମାଆ ମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା । ଏଥିରେ ଲେଖାଯାଇଛି ମନ୍ଦିର ଭାଙ୍ଗିବ ଆତଙ୍କବାଦୀ। ଏହା ସହ ଫୋନ୍ ନମ୍ବର ମଧ୍ୟ ଦିଆଯାଇଛି। ଫୋନ୍ କର, ନକଲେ ମହାତାଣ୍ଡବ ବୋଲି ଲେଖାଯାଇଛି । ଏହା ଭିତରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନାଁ ମଧ୍ୟ…

ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା

କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଆଗାମୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଫଳରେ…

ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ସାଢ଼େ ୨ଟାରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା…

ଆଜିର ରାଶିଫଳ

ମେଷ: ସମ୍ବେଦନା ସହିତ ଯୋଡ଼ିହେଲେ ସେବାର ମହତ୍ତ୍ବ ଉପଲବ୍ଧ ହେବ। ଜଣେ ସଚ୍ଚା ସେବକ ଭାବେ ଉଚ୍ଚ ସମ୍ମାନର ଅଧିକାରୀ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଧୈର୍ଯ୍ୟବାନ୍‌ ହେବେ। ବୃଷ: ଭ୍ରାତୃପ୍ରେମରେ ଅନୁବନ୍ଧିତ ହୋଇପାରନ୍ତି। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ…

ରାଜ୍ୟରେ ନିଯୁକ୍ତି ସୃଷ୍ଟି କରିପାରୁନି ଏମଏସଏମଇ

ଜ୍ୟରେ ଗତ ୫ ବର୍ଷରେ ନ୍ୟୁନ ରହିଛି ଅଣୁ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗର ପ୍ରଦର୍ଶନ। ଏମଏସଏମଇ ଶିଳ୍ପ ଅଭିବୃଦ୍ଧି କ୍ଷେତ୍ରରେ ରାଜ୍ୟ ସେଭଳି ଭଲ ପ୍ରଦର୍ଶନ କରିପାରିନାହିଁ  । ବିଶେଷ ଭାବେ ୧୧ ଜିଲ୍ଲାରେ ଶିଳ୍ପ ଅଭିବୃଦ୍ଧି ଏବଂ କର୍ମନିଯୁକ୍ତି ପଛେଇ ଯାଇଛି । ନଜର ପକାନ୍ତୁ ରାଜ୍ୟସଭାରେ ସାଂସଦ…

ଘରୋଇ ଉପାୟରେ ଦୂରେଇ ହେବ ମୁହଁର ଲୋମ

ମହିଳାଙ୍କ ମୁହଁରେ ଲୋମ ହେବା ଅନେକଙ୍କ ପାଇଁ ସାଧାରଣ କଥା । ବିଶେଷ କରି ଏହା ହର୍ମୋନ ଅସନ୍ତୁଳନ , ପିସିଏଏସ୍ ଏବଂ ମନୋପଜ୍ ସମସ୍ୟା ଯୋଗୁଁ ହୋଇଥାଏ । କିନ୍ତୁ ଏନେଇ ଚିନ୍ତା କରିବାର  କାରଣ ନାହିଁ   । କାରଣ ଏହାକୁ ଘରୋଇ ଉପାୟରେ ଦୂରେଇ ହେବ । ହଳଦୀ, ଓଟମିଲ୍ସ ଓ କଦଳୀ ମିଶାଇ ଏକ…

ସ୍ୱାଧୀନତା ଦିବସ, କିଏ କେଉଁଠି ପତାକା ଉତ୍ତୋଳନ କରିବେ ଜାଣନ୍ତୁ..

ସ୍ୱାଧୀନତା ଦିବସ ଶୁକ୍ରବାର । ଏହି ଅବସରରେ ରାଜଧାନୀ ଭୁବନେଶ୍ୱର ସମେତ ଅନ୍ୟ ସ୍ଥାନରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ଜାଣନ୍ତୁ.. ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, କଟକରେ ଉପମୁଖ୍ୟମନ୍ତ୍ରୀ…

ଆଧାର ନାଗରିକତାର ପ୍ରମାଣପତ୍ର ବୋଲି ସ୍ବୀକାର କରାଯାଇପାରିବ ନାହିଁ – ସୁପ୍ରିମକୋର୍ଟ

ବିହାରରେ ହୋଇଥିବା ଭୋଟର ତାଲିକାର ବିଶେଷ ସଘନ ସଂଶୋଧନ (ଏସଆଇଆର)କୁ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି । ସୁପ୍ରିମକୋର୍ଟ ଏସଆଇଆରକୁ ନେଇ ନିର୍ବାଚନ କମିସନଙ୍କ ଆଭିମୁଖ୍ୟକୁ ଠିକ ବୋଲି କହିଛନ୍ତି । ଏହା ସହିତ ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଆଧାର ଭାରତର ନାଗରିକତାର ଏକ…

୨୦୨୫ ମହିଳା ଦିନିକିଆ ବିଶ୍ବକପ୍‌ର ଟ୍ରଫି ଉନ୍ମୋଚିତ

ସୋମବାର ଏକ ସ୍ବତନ୍ତ୍ର ଉତ୍ସବରେ ୨୦୨୫ ମହିଳା ଦିନିକିଆ ବିଶ୍ବକପ୍‌ର ଟ୍ରଫି ଉନ୍ମୋଚନ ହୋଇଛି। ଏହି ବିଶ୍ବକପ୍‌କୁ ଭାରତ ଓ ଶ୍ରୀଲଙ୍କା ଯୁଗ୍ମ ଭାବେ ଆୟୋଜନ କରୁଛନ୍ତି। ଏହା ସେପ୍ଟେମ୍ବର ୩୦ରୁ ନଭେମ୍ବର ୨ ପର୍ଯ୍ୟନ୍ତ ଖେଳାଯିବ। ଏହି ଉତ୍ସବରେ ଆଇସିସି ଅଧ୍ୟକ୍ଷ ଜୟ ଶାହା, ପୂର୍ବତନ ଭାରତୀୟ…