Browsing Tag

#metro tv

‘କୁଲି’ ର ଟିକେଟ୍ ମୂଲ୍ୟ ୪,୫୦୦ଟଙ୍କା

ଏହି ସପ୍ତାହରେ ଦୁଇଟି ବଡ଼ ଫିଲ୍ମ 'କୁଲି' ଏବଂ 'ୱାର ୨' ପରସ୍ପର ସହିତ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଫିଲ୍ମରେ ବଡ଼ ବଡ଼ ସୁପରଷ୍ଟାର ଥିବା ବେଳେ ପ୍ରଶଂସକମାନେ ସେମାନଙ୍କର ଫିଲ୍ମର ରିଲିଜ୍‌କୁ ଅପେକ୍ଷା‌ କରି ରହିଛନ୍ତି। ଗୋଟାଏ ପଟେ ହ୍ରିତିକ୍ ରୋଶନ ଏବଂ ଜୁନିଅର ଏନଟିଆରଙ୍କ ଅଭିନୀତ…

ସୁନା ଉପରେ କୌଣସି ଶୁଳ୍କ ଲାଗୁ ହେବ ନାହିଁ – ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏକ ବଡ଼ ଘୋଷଣା କରିଛନ୍ତି। ଦି ୱାଲ ଷ୍ଟ୍ରିଟ୍ ଜର୍ଣ୍ଣାଲର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ୍ କହିଛନ୍ତି ଯେ, ସୁନା ଉପରେ କୌଣସି ଶୁଳ୍କ ଲାଗୁ ହେବ ନାହିଁ। ପୂର୍ବରୁ, କଷ୍ଟମ୍ସ ଏବଂ ସୀମା ସୁରକ୍ଷା ବିଭାଗ କହିଥିଲା ଯେ, ସୁନା ଉପରେ ଭାରୀ ଟିକସ ଲାଗୁ…

ଆଜି ବିଶ୍ବ ହାତୀ ଦିବସ

ଆଜି ବିଶ୍ବ ହାତୀ ଦିବସ । ରାଜ୍ୟରେ ୧୨୮ ଜିଲ୍ଲାରେ ଅଛନ୍ତି ୨୦୯୮ ହାତୀ । କିନ୍ତୁ ସୁରକ୍ଷାକୁ ନେଇ ବଢୁଛି ଚିନ୍ତା , ଦାନ୍ତ ପାଇଁ ଟଳୁଛନ୍ତି ହାତୀ । ୫ ବର୍ଷରେ ଉଦ୍ଧାର ହେଲାଣି ୫୮ ଦାନ୍ତ । ଚାରି ଦିନ ତଳେ କେନ୍ଦୁଝର ବନଖଣ୍ଡରୁ ୫ ବନ୍ୟଜନ୍ତୁ ତସ୍କରଙ୍କୁ କାବୁ କରିଥିଲା ବନ ବିଭାଗ ।…

ଇସ୍ରାଏଲ ଆକ୍ରମଣରେ ଜଜିରା ନ୍ୟୁଜ୍‌ ଚ୍ୟାନେଲର ୫ ଜଣ ସାମ୍ବାଦିକ ମୃତ

ଇସ୍ରାଏଲ ପକ୍ଷରୁ ରବିବାର ରାତିରେ ପାଲେଷ୍ଟାଇନର ଗାଜା ସହର ଉପରେ ପ୍ରବଳ ବୋମାମାଡ କରାଯାଇଥିବାବେଳେ ୭ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଅଲ୍‌ ଜଜିରା ନ୍ୟୁଜ୍‌ ଚ୍ୟାନେଲର ୫ ଜଣ ସାମ୍ବାଦିକ ସାମିଲ ଅଛନ୍ତି। ଏମାନେ ହେଲେ ଆନାସ ଅଲ୍‌-ସରିଫ, ମହମ୍ମଦ କ୍ବେରିଖେ, ଇବ୍ରାହିମ ଜାହିର,…

ଆଜି ଠୁ ଦକ୍ଷିଣ ଓଡ଼ିଶାରେ ବର୍ଷା

ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୧୨ ତାରିଖ(ମଙ୍ଗଳବାର)ଠାରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ପବନ ଆରମ୍ଭ ହେବ। ୧୨ ଓ ୧୩ ତାରିଖରେ କୋରାପୁଟ ଓ ମାଲକାନଗିରିରେ…

ଆଜିର ରାଶିଫଳ

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। ବହୁ ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ପ୍ରଶଂସା ମିଳିବ। ଖାଦ୍ୟ ରୁଚିପୂର୍ଣ୍ଣ ହେବ। ସପତ୍ନୀକ ଆନନ୍ଦ ଉପଭୋଗ କରିବେ। କର୍ମଠ ହେବେ। ବୃଷ: ଭାଇ, ବନ୍ଧୁ, ଜ୍ଞାତି, କୁଟୁମ୍ବଙ୍କ ସହାୟତାରେ ଶତ୍ରୁ ବିନାଶ କରି ମାନସିକ ଶାନ୍ତି…

ସେପ୍ଟେମ୍ବର ୧ ରୁ ଦିଲ୍ଲୀରୁ ୱାଶିଂଟନ ବିମାନ ସେବ ବନ୍ଦ

ଦିଲ୍ଲୀରୁ ୱାଶିଂଟନକୁ ବିମାନ ଚଳାଚଳ ବନ୍ଦ କରିବ ଏୟାର ଇଣ୍ଡିଆ। ସେପ୍ଟେମ୍ବର ୧, ୨୦୨୫ରୁ ଦିଲ୍ଲୀରୁ ୱାଶିଂଟନ ଡିସିକୁ ଏୟାର ଇଣ୍ଡିଆ ବିମାନ ସେବା ବନ୍ଦ କରିବ ବୋଲି ନିଷ୍ପତ୍ତି ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପଛରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ କାରଣ ଦର୍ଶାଯାଉଛି। କୁହାଯାଉଛି ଯେ,…

‘ମହାବତାର ନରସିଂହ’ ଫିଲ୍ମ ଦେଖି ଭାବ ପ୍ରବଣ ହେଲେ ମୁସଲିମ ଦର୍ଶକ

ଆନିମେଟେଡ୍ ଫିଲ୍ମ 'ମହାବତାର ନରସିଂହ' ରିଲିଜ୍ ପରଠାରୁ ବକ୍ସ ଅଫିସରେ ଧମାଲ କରିଚାଲିଛି। ଫିଲ୍ମର ଆୟ ସାରା ବିଶ୍ୱରେ ପ୍ରାୟ ୨୦୦ କୋଟି ଟଙ୍କାରେ ପହଞ୍ଚିଛି। ହିନ୍ଦୁ ପୌରାଣିକ କାହାଣୀ ଉପରେ ଆଧାରିତ ଏହି ସିନେମାଟି ବିଭିନ୍ନ ଧର୍ମର ଦର୍ଶକଙ୍କ ହୃଦୟକୁ ଛୁଇଁଛି। କୌଣସି ପ୍ରଚାର ବିନା…

ଆଗତ ହେଲା ସଂଶୋଧିତ ଆୟକର ବିଲ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ଲୋକସଭାରେ ସଂଶୋଧିତ ଆୟକର ବିଲ ଉପସ୍ଥାପନ କରିଛନ୍ତି। ଏହି ନୂତନ ବିଲରେ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ସିଲେକ୍ଟ କମିଟିର ଅଧିକାଂଶ ସୁପାରିଶ ଅନ୍ତର୍ଭୁକ୍ତ ରହିଛି। ଗତ ସପ୍ତାହରେ ସରକାର ଆୟକର ବିଲ, ୨୦୨୫ ପ୍ରତ୍ୟାହାର କରିବା…

ଆଖି ବୁଜିଲେ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକା

ଆଖି ବୁଜିଲେ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକା। ବରଗଡ଼ ଦାୟିତ୍ୱରେ ଥିବା ବଲାଙ୍ଗୀର ଏସ୍‌ପି ଅଭିଳାଷ. ଜୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା କହିଛନ୍ତି ଭାରପ୍ରାପ୍ତ ଏସ୍‌ପି। ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ…