Browsing Tag

#metro tv

ଟ୍ବିନ ସିଟିରେ ଲଗାଣ ବର୍ଷା,ରାଜ୍ୟର ୧୬ଟି ଜିଲ୍ଲା ପାଇଁ ଆଗାମୀ ୩ ଘଣ୍ଟା ୟେଲୋ ୱାର୍ଣ୍ଣିଂ ଜାରି

ଟ୍ବିନ ସିଟିରେ ଲଗାଣ ବର୍ଷା। କଟକ ଓ ଭୁବନେଶ୍ୱରରେ ସକାଳୁ ଆରମ୍ଭ ହୋଇଯାଇଛି ଝିପିଝିପି ବର୍ଷା । ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୧୬ଟି ଜିଲ୍ଲା ପାଇଁ ଆଗାମୀ ୩ ଘଣ୍ଟା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ,…

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ,ରାଜ୍ୟରେ ତିନି ଦିନ ବର୍ଷା

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ଉତ୍ତର ଦିଗରେ ଗତି କରିବା ସହ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଫଳରେ ରାଜ୍ୟରେ…

ଜାଣନ୍ତୁ ରାଶି ଅନୁସାରେ କିପରି କଟିବ ଆଜିର ଦିନ

ମେଷ : ଆଜି ମେଷ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ବ୍ୟବସାୟରେ ଆର୍ଥିକ ଲାଭ ମିଳିପାରେ ଏବଂ ବିସ୍ତାର ପାଇଁ ନୂଆ ଯୋଜନା କରିପାରନ୍ତି । ପରିବାରରୁ ସମର୍ଥନ ମିଳିବ । ଅଧିକ କାମ ଯୋଗୁଁ ଚାପ ବଢ଼ିପାରେ, ତେଣୁ ବିଶ୍ରାମକୁ ଗୁରୁତ୍ୱ ଦିଅନ୍ତୁ । ସମ୍ପତ୍ତି ସମ୍ବନ୍ଧୀୟ କାମରେ…

ଗାନ୍ଧୀ ମାର୍ଗରେ ପତକା ଉତ୍ତଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ତିତିକ୍ଷା ଓ…

୮୦ ତମ ସ୍ୱାଧୀନତା ଦିବସ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଚା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମହାତ୍ମା ଗାନ୍ଧୀଙ୍କ ସମେତ ଅନ୍ୟ ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ତିତିକ୍ଷା ଓ ବଳିଦାନକୁ ସ୍ମରଣ କରିଥିଲେ। ସେମାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସେହିପରି…

ଓପିଏସସି ସିଭିଲ ସର୍ଭିସ ପରୀକ୍ଷା ଆଶାୟୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷାଣ,ଏଣିକି ସର୍ବୋଚ୍ଚ ବୟସ…

ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର । ଓପିଏସସି ସିଭିଲ ସର୍ଭିସ ପରୀକ୍ଷା ଆଶାୟୀଙ୍କ ପାଇଁ ସ୍ୱାଧିନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ ଘୋଷାଣ କରିଛନ୍ତି । ଏଣିକି ସର୍ବୋଚ୍ଚ ବୟସ ସୀମା ଯାଏଁ ଅନଲିମିଟେଡ୍ ବା ଅସୀମିତ ସୁଯୋଗ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏବେ…

ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ୧ କୋଟି ଯୁବକଙ୍କୁ AI ଟ୍ରେନିଂ ଓ ମାଗଣା କୋଚିଂ

ସ୍ୱାଧୀନତା ଦିବସ ଅବସରରେ ଐତିହାସିକ ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଯୁବପିଢ଼ିଙ୍କ ପାଇଁ ଏକାଧିକ ବଡ଼ ଘୋଷଣା କରିଛନ୍ତି। ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଦିଗରେ ଯୁବଶକ୍ତି ହିଁ ସବୁଠାରୁ ବଡ଼ ସାରଥୀ ଓ ଏହାର ସର୍ବାଧିକ…

ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,ବିଶ୍ୱର ଦ୍ରୁତତମ…

ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧନ କରି ଭାରତର ବିକାଶ ଯାତ୍ରାର ଚିତ୍ର ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତାଙ୍କ ୧୩ତମ ଲଗାତର ସ୍ୱାଧୀନତା ଦିବସ ଭାଷଣରେ ଭାରତ କିପରି ଗତ ୧୨ ବର୍ଷରେ ଆର୍ଥିକ ଓ ବିକାଶ କ୍ଷେତ୍ରରେ ଆଗକୁ ବଢ଼ିଛି, ସେନେଇ ଅନେକ ଉଦାହରଣ…

ଆଜି ଦେଶ ପାଳୁଛି ୮୦ତମ ସ୍ବାଧୀନତା ଦିବସ,ଦେଶବ୍ୟାପୀ ଉତ୍ସବର ମାହୋଲ୍

ଆଜି ଦେଶ ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ଦେଶବ୍ୟାପୀ ଉତ୍ସବର ମାହୋଲ୍। ଦିଲ୍ଲୀରୁ ପଲ୍ଲୀ ପର୍ୟ୍ୟନ୍ତ ସ୍ଵତନ୍ତ୍ର କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି। ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଭାବେ…

ସ୍ୱାଧୀନତା ଦିବସ ଉପଲକ୍ଷେ ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି, ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ଦେଶ ବିରୋଧରେ…

୮୦ ତମ ସ୍ୱାଧୀନତା ଦିବସର ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦେଶବାସୀଙ୍କୁ ସମ୍ବୋଧିତ କରି ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ଦେଶ ବିରୋଧରେ ସିନ୍ଧୁ ଜଳ ଚୁକ୍ତିକୁ ସ୍ଥଗିତ ରଖିବା ନିଷ୍ପତ୍ତିକୁ ଏକ ସୁଚିନ୍ତିତ ଓ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ଅଭିହିତ କରିଛନ୍ତି।…

ବିପଦ ସଂକେତ ଅତିକ୍ରମ କଲା ବୁଢାବଳଙ୍ଗ,ବାଲେଶ୍ବରରେ ଲୋକ ମାନଙ୍କୁ ସ୍ଥାନାନ୍ତରିତ ଆରମ୍ଭ

ରାଜ୍ୟରେ ବନ୍ୟା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ । ସେ କହିଛନ୍ତି ବନ୍ୟା ସ୍ଥିତି ଉପରେ ନଜର ରହିଛି । ଗ୍ରାଉଣ୍ଡରେ ଅଧିକାରୀ ରହିଛନ୍ତି । ବାଲେଶ୍ବର, ଭଦ୍ରକ ଏବଂ ଯାଜପୁରରେ ମାଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି । ଜଳକା, ସାଳନ୍ଦୀ,…