ଆଇପିଏଲ ଲଢେଇ: ଆଜି ଚେନ୍ନାଇ – ମୁମ୍ବାଇ ମୁକାବିଲା
ଆଇପିଏଲ-୧ରେ ଆଜି ଟୁର୍ଣ୍ଣାମେଣ୍ଟର ଦୁଇ ସଫଳତମ ଦଳ ଚେନ୍ନଇ ସୁପରକିଙ୍ଗ୍ସ ଓ ମୁମ୍ବଇ ଇଣ୍ଡିଆନ୍ସ ମଧ୍ୟରେ ମ୍ୟାଚ ଖେଳାଯିବ। ଦୁଇ ଦଳ ସର୍ବାଧିକ ୫ଥର ଲେଖାଏଁ ଟାଇଟଲ ଜିତିଛନ୍ତି। ତାରକା ଖଚିତ ମୁମ୍ବଇ ଇଣ୍ଡିଆନ୍ସ ପ୍ରଥମ ମ୍ୟାଚ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ବରେ ଖେଳିବ। ଦଳର ତାରକା…