ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଝଟ୍କା
ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଝଟ୍କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭ ରେକର୍ଡ କରାଯାଇଛି। ଭୂମିକମ୍ପଟି ପ୍ରାୟ ୧୦ କିଲୋମିଟର ଗଭୀରତାରେ ଅନୁଭୂତ ହୋଇଥିଲା । ଭୂମିକମ୍ପ ହେବା ସମୟରେ ସ୍ତାନୀୟ ଲୋକେ ଭୟଭୀତ ହୋଇ ଘରୁ…