Browsing Tag

#metro tv

ଏହି ସବୁ ଜିଲ୍ଲାକୁ କାଳବୈଶାଖୀ ଆଶଙ୍କା

ଆଭ୍ୟନ୍ତରୀଣ ଓଡ଼ିଶାରୁ ଦକ୍ଷିଣ ବିଦର୍ଭ ପର୍ଯ୍ୟନ୍ତ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହି ନିମ୍ନ ଚାପରେଖା ଏବଂ ବଙ୍ଗୋପସାଗରରେ ସକ୍ରିୟ ଗୁରୁଚାପ ବଳୟର ଉପସ୍ଥିତି ପ୍ରଭାବରେ ଦେଶର ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ଭାଗ ଯଥା ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ବିହାର, ଛତିଶଗଡ଼, ପୂର୍ବ…

ମାର୍ଚ୍ଚ ୨୪ ତାରିଖ ଠାରୁ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକିୟା ଆରମ୍ଭ

ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ…

ବିଶ୍ୱରେ ସବୁଠୁ ଖୁସି ଦେଶ ଫିନଲ୍ୟାଣ୍ଡ୍

ବିଶ୍ୱରେ ସବୁଠୁ ଖୁସି ଦେଶ ହେଉଛି ଫିନଲ୍ୟାଣ୍ଡ୍ । ଏହି ଦେଶ କ୍ରମାଗତ ଭାବେ ୮ ବର୍ଷ ହେଲା ବିଶ୍ୱ ଖୁସି ରାଙ୍କିଙ୍ଗରେ ଶୀର୍ଷ ସ୍ଥାନ ବଜାୟ ରଖୁଛି । ଜାତିସଂଘର ଅନ୍ତର୍ଜାତୀୟ ଖୁସି ଦିବସରେ ପ୍ରକାଶିତ ବିଶ୍ୱ ଖୁସି ତାଲିକାରୁ ଏହା ଜଣାଯାଇଛି। ଏହି ରାଙ୍କିଙ୍ଗ‌ରେ ଭାରତ ୧୧୮ତମ ସ୍ଥାନରେ…

ବିଧାନସଭାରେ ବାଜିଲା ଘଣ୍ଟ,ଦିନ ସାଢେ ୧୧ଟା ଯାଏଁ ମୁଲତବି

ବିଧାନସଭାରେ ବାଜିଲା ଘଣ୍ଟ । ବିଧାନସଭାକୁ ମୁଲତବି ଘୋଷଣା କଲେ ବାଚସ୍ପତି । ଆଜି ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଚାଲିପାରିନି ବିଧାନସଭା । ଆଉ ବିଧାନସଭାରେ ଦେଖିବାକୁ ମିଳିଛି ବିରୋଧୀଙ୍କ ନିଆରା ପ୍ରତିବାଦ । କଂଗ୍ରେସ ବିଧାୟକମାନେ କଳାସାର୍ଟ ଆଉ କଳାବ୍ୟାଚ୍ ପିନ୍ଧିବା ସହିତ ଘଣ୍ଟ ବଜେଇ…

ଆଜିର ରାଶିଫଳ

ମେଷ : ଅଷ୍ଟମ ଚନ୍ଦ୍ରଜନିତ ସମସ୍ୟା ଲାଗିରହିବା କାରଣରୁ ଗତକାଲିଠାରୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ପରିବାରର ଖର୍ଚ୍ଚ ପରିମାଣ ବଢ଼ି ବଢ଼ି ଯିବା ହେତୁ ଚିନ୍ତିତ ରହିପାରନ୍ତି। ଆର୍ଥିକ ଅଭିବୃଦ୍ଧି ସକାଶେ…

ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ

ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରୂପ ଦେଖାଯାଇଛି। ଉପଖଣ୍ଡର ରାଇରଙ୍ଗପୁର ପୌରପରିଷଦ, ରାଇରଙ୍ଗପୁର ବ୍ଲକ୍, ବିଜାତଳା, କୁସୁମୀ, ଜାମଦା, ବହଳଦା ପ୍ରଭୃତି ବ୍ଳକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ଝଡ଼ ତୋଫାନ, ବର୍ଷା ସହିତ କୁଆ ପଥର ମାଡ…

ସାରା ରାଜ୍ୟରେ ଆସନ୍ତାକାଲିଠୁ ହେବ ସକାଳୁଆ ସ୍କୁଲ

କାଲିଠୁ ସକାଳୁଆ ସ୍କୁଲ । ସାରା ରାଜ୍ୟରେ ଆସନ୍ତାକାଲିଠୁ ହେବ ସକାଳୁଆ ସ୍କୁଲ । ଅସହ୍ୟ ଖରା ଓ ଗୁଳୁଗୁଳି ପାଇଁ ତାରିଖ ଓ ସମୟରେ ପରିବର୍ତ୍ତନ କରାଯାଇଛି । ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬ଟା…

ପୁରୀରେ ସ୍ଥାପନ ହେବାକୁ ଯାଉଥିବା କେବୁଲ୍‌ ଲ୍ୟାଣ୍ଡିଂ ‌ଷ୍ଟେସନ୍ ଡିପିଆର୍‌ର ସମୀକ୍ଷା

ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପୁର‌ୀରେ ସ୍ଥାପନ ହେବାକୁ ଯାଉଥିବା କେବୁଲ୍‌ ଲ୍ୟାଣ୍ଡିଂ ‌ଷ୍ଟେସନ୍ ଡିପିଆର୍‌ର ସମୀକ୍ଷା କରାଯାଇଛି। ରେଲ୍‌ଟେଲ୍‌ ଓ ଡେଲଏଟ୍‌ ପକ୍ଷରୁ ପ୍ରସ୍ତୁତ କରାଯାଉଥିବା ଡିପିଆର୍‌ରେ କିଭଳି ଅଗ୍ରଗତି ହୋଇଛି ତାହା ବୈଠକରେ ସମୀକ୍ଷା କରାଯାଇଥିଲା।…

ନାଗପୁର ହିଂସାକାଣ୍ଡର ମାଷ୍ଟରମାଇଣ୍ଡ ଫହିମ ଶାମିମ ଖାନ ଗିରଫ

ମହାରାଷ୍ଟ୍ର ନାଗୁପର ହିଂସା ମାମଲାର ମାଷ୍ଟରମାଇଣ୍ଡ ଫହିମ ଶାମିମ୍ ଖାନଙ୍କୁ ପୋଲିସ ଗିରଫ କରିଛି । ତାଙ୍କୁ ମାର୍ଚ୍ଚ ୨୧ ତାରିଖ ପର୍ଯ୍ୟନ୍ତ ପୋଲିସ ହେପାଜତରେ ରଖାଯାଇଛି । ଫହିମ ଖାନ ମାଇନରିଟି ଡେମୋକ୍ରେଟିକ ପାର୍ଟି(ଏମଡିପି)ର ଅଧ୍ୟକ୍ଷ ରହିଛନ୍ତି । ସେ ନାଗପୁର ଲୋକସଭା ନିର୍ବାଚନ ଏବଂ…

ଗିରଫ ହୋଇଛି ରାଜା ଚକ୍ରଙ୍କ ସହଯୋଗୀ ସୁଶାନ୍ତ ସାମଲ

ସୁଶାନ୍ତ ସାମଲକୁ କେନ୍ଦୁଝରରୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW । ସୁଶାନ୍ତ ରାଜା ଚକ୍ରଙ୍କ କୋଟି କୋଟି ଟଙ୍କା ବିଭିନ୍ନ ସ୍ଥାନରେ ଲୁଚାଇ ରଖିବାରେ ସହଯୋଗ କରିଥିଲେ । ବେନାମୀ ସମ୍ପତ୍ତି ବିନିଯୋଗ କରିବା ସହିତ ଅର୍ଥ ହେରଫେରରେ ସୁଶାନ୍ତଙ୍କ ସମ୍ପୃକ୍ତି ଥିବା ଜାଣିବା ପରେ କ୍ରାଇମବ୍ରାଞ୍ଚ…