Browsing Tag

#metro tv

ମହିଳା ପ୍ରିମିୟର ଲିଗ୍ ୨୦୨୫ରେ ପୁଣି ଚାମ୍ପିଅନ ହୋଇଛି ମୁମ୍ୱାଇ ଇଣ୍ଡିଆନ୍ସ

ମହିଳା ପ୍ରିମିୟର ଲିଗ୍ ୨୦୨୫ରେ ପୁଣି ଚାମ୍ପିଅନ ହୋଇଛି ମୁମ୍ୱାଇ ଇଣ୍ଡିଆନ୍ସ । ଦିଲ୍ଲୀ କ୍ୟାପିଟାଲ୍ସକୁ ୮ ରନ୍‌ରେ ପରାସ୍ତ କରି ଚଳିତ ସଂସ୍କରଣ ଟ୍ରଫି ହାତେଇଛି । ଏହା ସହ ମୁମ୍ୱାଇ ଇଣ୍ଡିଆନ୍ସ ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ୍ ଚାମ୍ପିଅନ ହୋଇଛି । ଗତକାଲି ଦିଲ୍ଲୀ କ୍ୟାପିଟାଲ୍ସ ଏବଂ…

ଆଇଏସଆଇଏସର ସିରିଆ ମୁଖ୍ୟ ଅବୁ ଖଦିଜା ନିପାତ

ଆମେରିକା ଓ ଇରାକ ସେନାର ଏୟାର ଷ୍ଟ୍ରାଇକରେ ନିପାତ ହୋଇଛି ଆଇଏସଆଇଏସର ସିରିଆ ମୁଖ୍ୟ ଅବୁ ଖଦିଜା । ଆମେରିକାର ଦାବି କରିଛି ମାର୍ଚ୍ଚ ୧୩ ତାରିଖରେ ଆମେରିକୀୟ ସେନା ଇରାକର ଅଲ-ଅନବାର ଅଞ୍ଚଳରେ ଖଦିଜାଙ୍କ କାରକୁ ବିସ୍ଫୋରଣ କରି ଉଡ଼ାଇ ଦେଇଛନ୍ତି। ଇରାକର ପ୍ରଧାନମନ୍ତ୍ରୀ ମୋହମ୍ମଦ ଶିୟା…

ଲେଣ୍ଡୋ ଗ୍ରାମର ପ୍ରସିଦ୍ଧ ଐତିହାସିକ ଦୋଳ ଯାତ୍ରା ଆରମ୍ଭ

ଦୋଳ ଉତ୍ସବକୁ ପାଳନ କରିବା ପାଇଁ ଦୋଳପଡିଆକୁ ବିରାଟ ଶୋଭାଯାତ୍ରାରେ ଦୋଳବିମାନରେ ବିରାଜମାନ କରିଛନ୍ତି ଠାକୁର ପତିତପାବନ ଦେବ ଓ ଐଶାନେଶ୍ୱର ଦେବଙ୍କ ସହିତ ୧୨ ଠାକୁର ଠାକୁରାଣୀ।ଚଳିତ ବର୍ଷ ମହା ଆଡମ୍ବରରେ ହେଉଛି ଦୋଳ ଯାତ୍ରା। ପତିତପାବନ ଦେବ ଓ ଐଶାନେଶ୍ୱର ଦେବ ଏକ ବିରାଟ ପଟୁଆରରେ ଗ୍ରାମ…

ଆଧାର ସହ ଲିଙ୍କ୍‌ ହେବ ଭୋଟର ଆଇଡି କାର୍ଡ

ଆଧାର ସହ ଲିଙ୍କ୍‌ ହେବ ଭୋଟର ଆଇଡି କାର୍ଡ। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ମାର୍ଚ୍ଚ ୧୮ରେ ଗୃହ ସଚିବ, ଆଇନ ସଚିବ ଏବଂ ଆଧାର କାର୍ଡ ଜାରି କରୁଥିବା ସଂସ୍ଥା, ଭାରତୀୟ ସୱତନ୍ତ୍ର ପରିଚୟ ପ୍ରାଧିକରଣ (UIDAI)ର ସିଇଓଙ୍କୁ ଭେଟିବେ। ଏହି ବୈଠକରେ ଆଧାର କାର୍ଡ ଏବଂ ଭୋଟର ପରିଚୟ…

ଆଜିର ରାଶିଫଳ

ମେଷ : କୈାଣସି ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବା ସକାଶେ ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ। ବନ୍ଧୁ ଅର୍ଥ ସାହାଯ୍ୟର…

ହୋଲିରେ ଜଳିଲା ପଶ୍ଚିମ ଓଡ଼ିଶା ,ତାପମାତ୍ରା ୪୨ ଡିଗ୍ରି ସେଲସିୟସ୍ ଛୁଇଁଛି

ରାଜ୍ୟରେ ଶନିବାର ତାତି ରେକର୍ଡ ଭାଙ୍ଗିଛି । ହୋଲିରେ ପଶ୍ଚିମ ଓଡ଼ିଶା ଜଳୁଛି । ତାପମାତ୍ରା ୪୨ ଡିଗ୍ରି ସେଲସିୟସ୍ ଛୁଇଁଛି। ଶନିବାର ଅପରାହ୍ନ ସାଢେ ୨ଟା ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ୪୨ ଡିଗ୍ରି ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଗତକାଲି ଏହି…

୨୪ ଏବଂ ୨୫ ତାରିଖରେ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ

ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (UFBU) ଗୁରୁବାର ଘୋଷଣା କରିଛି ଯେ ଏହାର ଦୁଇ ଦିନିଆ ଦେଶବ୍ୟାପୀ ଧର୍ମଘଟ ମାର୍ଚ୍ଚ ୨୪ ଏବଂ ୨୫ ତାରିଖରେ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ହେବ। ଇଣ୍ଡିଆନ୍ ବ୍ୟାଙ୍କସ୍ ଆସୋସିଏସନ୍ (IBA) ସହିତ ହୋଇଥିବା ଆଲୋଚନାରେ କୌଣସି ସକାରାତ୍ମକ ଫଳାଫଳ ନ…

ଶ୍ରୀକ୍ଷେତ୍ରରେ ହୋଲି ପାଳିଲେ ବିଜେପି ସାଂସଦ ହେମାମାଳିନୀ

ଶ୍ରୀକ୍ଷେତ୍ରରେ ହୋଲି ପାଳିଲେ ବିଜେପି ସାଂସଦ ହେମାମାଳିନୀ । ପବିତ୍ର ହୋଲି ଅବସରରେ ପୁରୀରେ ରଙ୍ଗର ପର୍ବ ପାଳିଛନ୍ତି ହେମା । ପ୍ରଥମେ ଶ୍ରମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ ହେମା । ତେବେ ହୋଲି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ସୁରକ୍ଷିତ ହୋଲି ଖେଳିବାକୁ ପରାମର୍ଶ…

ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ । ଦଳ ପକ୍ଷରୁ ଆୟୋଜିତ ହୋଲି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବରିଷ୍ଠ ନେତୃବୃନ୍ଦ ଓ ସାମ୍ବାଦିକଙ୍କ ଗହଣରେ ହୋଲି ଖେଳିଛନ୍ତି । ପ୍ରତିବର୍ଷ ପରି ଏବର୍ଷ ବି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ…

ହୋଲି ଉତ୍ସବ ପାଳନ କଲା ନିରାକରପୁର ବ୍ଯାଡମିଣ୍ଟନ ଦଳ

ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ।  ଗାଁ ରୁ ସହର ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଆୟୋଜନ ହୋଇଛି। ନିରାକରପୁର…