Browsing Tag

#metro tv

ଆଇପିଏଲରୁ ହ୍ୟାରି ବ୍ରୁକଙ୍କୁ ୨ବର୍ଷ ବାସନ୍ଦ

ଇଂଲଣ୍ଡ ଖେଳାଳି ହ୍ୟାରି ବ୍ରୁକଙ୍କୁ ଦୁଇ ବର୍ଷ ପାଇଁ ବାସନ୍ଦ କରାଯାଇଛି। ବ୍ରୁକ ଏବେ ତାଙ୍କର ଦୁଇ ବର୍ଷର ବାସନ୍ଦ ସମାପ୍ତ କରିବା ପରେ ହିଁ ଆଇପିଏଲରେ ଖେଳିପାରିବେ। ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କିଛି ଦିନ ପୂର୍ବରୁ ବ୍ରୁକ ବ୍ୟକ୍ତିଗତ କାରଣରୁ ଆଇପିଏଲ ୨୦୨୫ରୁ ତାଙ୍କ ନାମ…

ଅନ୍‌ଲାଇନ ଗେମ୍‌ ନେଲା ଜୀବନ

ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା ଗଣପତିଗୁଡ଼ାରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅନ୍‌ଲାଇନ ଗେମ୍‌ରେ ଟଙ୍କା ହରାଇ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଛାତ୍ରୀ ଜଣକ ଘରେ ଓହଲି ପଡ଼ିଥିଲେ।…

ଏଣିକି ଯୁକ୍ତ ଦୁଇ ପରେ ପଢିହେବ ବିଏଡ୍‌ ପାଠ୍ୟକ୍ରମ

ଏଣିକି ଯୁକ୍ତ ଦୁଇ ପରେ ପଢିହେବ ବିଏଡ୍‌ ପାଠ୍ୟକ୍ରମ। ଏନେଇ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ୮ଟି ବିଏଡ୍‌ କଲେଜ ଅର୍ଥାତ୍‌ ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର (ଏମ୍‌ଓୟୁ) ସାକ୍ଷର ହୋଇଛି ।…

ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ

ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ। ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏ ନେଇ ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି କ୍ରାଇମ୍‌ବ୍ରାଞ୍ଚ ଡିଜି। ୨୦୧୭-୧୮ ମସିହାରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଆୟ…

ବେଆଇନ ବନ୍ଧୁକ କାରଖାନାରେ STFର ଚଢ଼ାଉ

ବେଆଇନ ବନ୍ଧୁକ କାରଖାନାରେ STF ଚଢ଼ାଉ କରିଛି । କଟକ ବୟାଳିସି ମୌଜାରେ ଥିବା ଏକ ବନ୍ଧୁକ କାରଖାନାରେ ଚଢ଼ାଉ ହୋଇଛି । ବନ୍ଧୁକ ତିଆରି ସରଞ୍ଜାମ ଜବତ କଲା କ୍ରାଇମବ୍ରାଞ୍ଚ STF ଟିମ୍ । ୩୦ରୁ ଅଧିକ ବନ୍ଧୁକ ସହ ୪ ଜଣଙ୍କୁ ଗିରଫ କରିଛି ଏସଟିଏଫ୍ । ଦୀର୍ଘ ଦିନରୁ ଏଠାରେ ବେଆଇନ ଭାବେ ବନ୍ଧୁକ…

ଭାରତ ଓ ମରିସସ୍‌ ସମ୍ପର୍କକୁ ନିବିଡ କରିବା ଲାଗି ଦୁଇ ଦେଶ ମଧ୍ୟରେ ୮ଟି ବୁଝାମଣା ସ୍ବାକ୍ଷର

ଭାରତ ଓ ମରିସସ୍‌ ସମ୍ପର୍କକୁ ନିବିଡ କରିବା ଲାଗି ଦୁଇ ଦେଶ ମଧ୍ୟରେ ୮ଟି ବୁଝାମଣା ସ୍ବାକ୍ଷର ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମରିସସ୍‌ ଗସ୍ତ ଅବସରରେ ବୁଧବାର ଦୁଇଦେଶ ମଧ୍ୟରେ ବାଣିଜ୍ୟ ଓ ସାମୁଦ୍ରିକ ସୁରକ୍ଷା ସମ୍ପର୍କିତ ଦ୍ବିପାକ୍ଷିକ ବୁଝାମଣା ସ୍ବାକ୍ଷର ହୋଇଛି। ବୁଝାମଣା…

ଆଜି ମୁକ୍ତିଲାଭ କରିବ ଓଡ଼ିଆ ଚଳଚିତ୍ର ଘମାଘୋଟ

ଆଜି ଓଡିଶାର 45ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି ଓଡ଼ିଆ ଚଳଚିତ୍ର ଘମାଘୋଟ। ଏ ନେଇ ଭୁବନେଶ୍ୱର ପ୍ରେସକ୍ଲବଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମ୍ମିଳନୀରେ ଚଳଚ୍ଚିତ୍ରର ନିର୍ଦ୍ଦେଶକ ରାଜା ଡି., ଅଭିନେତା ବିଭାସ, ସନୋଜ,…

ଆଜିଠୁ ବଢିବ ତାତି, ଜଳିବ ସାରା ଓଡ଼ିଶା

ଆଜିଠୁ ବଢିବ ତାତି, ଜଳିବ ସାରା ଓଡ଼ିଶା । ଉପକୂଳରୁ ଉପାନ୍ତ, ସବୁଠି ତାତି ଦେଖାଇବ ତାଉ । ପଶ୍ଚିମ ଓଡ଼ିଶାରେ ହିଟୱେଭ୍ ନେଇ ଆଲର୍ଟ ଜାରି ହୋଇଛି । ୪ ଦିନ ଅର୍ଥାତ୍ ୧୩, ୧୪, ୧୫ ଓ ୧୬ ତାରିଖରେ ପ୍ରବଳ ଖରା ନେଇ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଦୋଳବେଦୀରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି

ଆଜି ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ। ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ…

ଭକ୍ତମାନେ ଆନନ୍ଦବଜାରରୁ ମହାପ୍ରସାଦ ଆଣି ଅନ୍ନକ୍ଷେତ୍ରରେ ମହାପ୍ରସାଦ ସେବନ କରିପାରିବେ, ଉତ୍ତରଦ୍ବାର ବାହାରେ ଖୋଲାଯିବ…

ଶ୍ରୀମନ୍ଦିର ଉତ୍ତରଦ୍ବାର ବାହାରେ ଖୋଲାଯିବ ଅନ୍ନକ୍ଷେତ୍ର । ଭକ୍ତମାନେ ଆନନ୍ଦବଜାରରୁ ମହାପ୍ରସାଦ ଆଣି ଉତ୍ତର ଦ୍ବାର ବାହାରେ ହେବାକୁ ଥିବା ଅନ୍ନକ୍ଷେତ୍ରରେ ମହାପ୍ରସାଦ ସେବନ କରିପାରିବେ । ଏନେଇ ସୂଚନା ଦେଇଛନ୍ତି ଗଜପତି ମହାରାଜା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ…