ଜାଣନ୍ତୁ କେଉଁ ରାଶିରେ ଆଜି ସମସ୍ଯା ହେବ ଦୂର ?
ମେଷ : ଦୈହିକ ସୁସ୍ଥତା ସାଙ୍ଗକୁ ବିବାଦୀୟ ପରିସ୍ଥିତିରେ ଧୈର୍ଯ୍ୟଧାରଣ ପାରିବାରିକ ଓ ସାମାଜିକ ଜୀବନକୁ ଋଦ୍ଧିମନ୍ତ କରିବ। ଚନ୍ଦ୍ରଙ୍କ କେନ୍ଦ୍ରରେ ଶନି ଥିବାରୁ କର୍ମକ୍ଷେତ୍ରର ସମସ୍ୟା ମାଡି ଆସିପାରେ। ଘର ସଜାଡିବାରେ ସମୟ ନେବେ। ଅର୍ଥ ପ୍ରାଚୁର୍ଯ୍ୟ, ଦକ୍ଷତାର ପ୍ରତିଷ୍ଠା ଓ ପ୍ରଶଂସା…