ଆତ୍ମସମୀକ୍ଷା ପରେ ଦଳରେ ଥିବା ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ – ପିସିସି ସଭାପତି ଭକ୍ତ ଦାସ
ନୂଆପଡ଼ା ଜନାଦେଶକୁ ନେଇ ପିସିସି ସଭାପତି ଭକ୍ତ ଦାସ ଦେଇଛନ୍ତି ବଡ଼ ବୟାନ । କହିଛନ୍ତି, ଆତ୍ମସମୀକ୍ଷା ପରେ ଦଳରେ ଥିବା ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ସବୁ ଦଳରେ ବିଭୀଷଣ ରହିଥିବା ବେଳେ ଆମ ଦଳରେ ମଧ୍ୟ ଏଭଳି କିଛି ତତ୍ତ୍ୱ ଅଛନ୍ତି, ଯେଉଁମାନେ ନିର୍ବାଚନରେ ଆମ…