ଏମିତି କଟିବ ଆପଣଙ୍କର ଆଜିର ଦିନ
ମେଷ : ଆଜି ପାରିବାରିକ ସମସ୍ୟା ସମାଧାନ ସଙ୍ଗକୁ ଆନୁଷ୍ଠାନିକ କାମ ସୁରୁଖୁରୁରେ ସମ୍ପନ୍ନ ହେବ। ଯାନ୍ତ୍ରିକ ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଯୋଜନାରମ୍ଭ ସକାଶେ ବନ୍ଧୁବର୍ଗଙ୍କ ସହମତି ମନର ଉତ୍ସାହକୁ ଦ୍ୱିଗୁଣିତ କରିବ। ସଭାସମିତି, ସଂଗଠନ, ବାଣିଜ୍ୟ,…