୭ ତାରିଖରେ ସୁଭଦ୍ରା ପାଇଁ ପ୍ରତି ଘରେ ଦୀପ ଜାଳିବାକୁ ଅପିଲ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
’ସୁଭଦ୍ରା’ ପାଇଁ ଦୀପ ଜାଳନ୍ତୁ । ଆସନ୍ତା ୭ ତାରିଖରେ ସୁଭଦ୍ରା ପାଇଁ ପ୍ରତି ଘରେ ଦୀପ ଜାଳିବାକୁ ଅପିଲ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ପ୍ରତି ସୁଭଦ୍ରା ମା’ଙ୍କ ପାଇଁ ଏହା ହେବ ସମ୍ମାନ ବୋଲି ସେ କହିଛନ୍ତି।
ଆଜି ମହିଳା , ଶିଶୁ ବିକାଶ ସମ୍ମିଳନୀ କକ୍ଷରୁ ସୁଭଦ୍ରା ଟଙ୍କା…