Browsing Tag

#metro tv

ସିଂହ ଛୁଆକୁ କୋଳରେ ଧରିଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭାନ୍ତରାରେ ବନ୍ୟପ୍ରାଣୀ ଉଦ୍ଧାର, ପୁନର୍ବାସ ଏବଂ ସଂରକ୍ଷଣ କେନ୍ଦ୍ରର ଉଦଘାଟନ କରିଛନ୍ତି। ଭାନ୍ତରା ଦୁଇ ହଜାରରୁ ଅଧିକ ପ୍ରଜାତି ଏବଂ ଦେଢ଼ ଲକ୍ଷରୁ ଅଧିକ ଉଦ୍ଧାର ହୋଇଥିବା ବିପଦପୂର୍ଣ୍ଣ ପ୍ରାଣୀମାନଙ୍କର ଆବାସସ୍ଥଳ। ପ୍ରଧାନମନ୍ତ୍ରୀ ମୋଦିଙ୍କ…

ଆଡ୍ରିଏନ୍ ବ୍ରୋଡି ଶ୍ରେଷ୍ଠ ଅଭିନେତା ଓ ଶ୍ରେଷ୍ଠ ଅଭିନେତ୍ରୀ ମିକି ମ୍ୟାଡିସନଙ୍କୁ ଓସ୍କାର

ଚଳିତବର୍ଷ ଏହି ଏକାଡେମୀ ପୁରସ୍କାର ଲସ୍ ଆଞ୍ଜେଲସରେ ଅନୁଷ୍ଠିତ ହୋଇଯାଇଛି । ଆଡ୍ରିଏନ୍ ବ୍ରୋଡି ଶ୍ରେଷ୍ଠ ଅଭିନେତା ପୁରସ୍କାର ଜିତିଛନ୍ତି । ଫିଲ୍ମ ‘ଦ ବ୍ରୁଟଲିଷ୍ଟ’ରେ ତାଙ୍କର ଦମଦାର୍ ଅଭିନୟ ପାଇଁ ଓସ୍କାର ପ୍ରଦାନ କରାଯାଇଛି। ମିକେଲା ମ୍ୟାଡିସନ୍ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର…

‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ’ ଶୋକୁ ଅନୁମତି ଦେଲେ ସୁପ୍ରିମକୋର୍ଟ

‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ’ ଶୋ ସହ ଜଡ଼ିତ ବ୍ଲଗର କମେଡି ମାମଲାରେ ୟୁଟ୍ୟୁବର ରଣବୀର ଆହ୍ଲାବାଦିଆ ଓ ଆଶିଷଙ୍କ ଆବେଦନ ଉପରେ ସୋମବାର ଅର୍ଥାତ୍ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ରଣବୀରଙ୍କୁ ଗୁଆହାଟୀ ପୋଲିସ ସାମ୍ନାରେ ଯାଞ୍ଚ ପାଇଁ ହାଜର ହେବାକୁ ସୁପ୍ରିମକୋର୍ଟ କହିଛନ୍ତି । ରଣବୀରଙ୍କ…

ୟୁକ୍ରେନକୁ ସାମରିକ ସହାୟତା ବନ୍ଦ କଲେ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ୟୁକ୍ରେନକୁ ସାମରିକ ସହାୟତା ବନ୍ଦ କରିଛନ୍ତି। ଜଣେ ହ୍ୱାଇଟ୍ ହାଉସ୍ ଅଧିକାରୀ କହିଛନ୍ତି, ଯାହା ରୁଷ ସହିତ ଶାନ୍ତି ଆଲୋଚନା ପାଇଁ ରାଜି ହେବା ପାଇଁ କିଭ୍ ଉପରେ ଚାପକୁ ତୀବ୍ର ଭାବରେ ବୃଦ୍ଧି କରିଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର…

ମନ୍ତ୍ରୀପଦ ଛାଡିବେ ଧନଞ୍ଜୟ ମୁଣ୍ଡେ

ଏନସିପି ଅଜିତ ପାୱାର ଦଳର ନେତା ଏବଂ ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ମଙ୍ଗଳବାର ମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ସୂତ୍ର ଅନୁସାରେ, ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନଭିସ ତାଙ୍କୁ ଇସ୍ତଫା ଦେବାକୁ କହିଛନ୍ତି। ବୀଡରେ ସରପଞ୍ଚ ସନ୍ତୋଷ ଦେଶମୁଖ ହତ୍ୟା ମାମଲା ସହିତ ତାଙ୍କ ନାମ…

ବିବାହ ବନ୍ଧନରେ ବାନ୍ଧି ହେଲେ ମନ୍ମଥ ରାଉତରାୟ

ଦ୍ୱିତୀୟଥର ପାଇଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ରୋଜାଲିନ ପଟ୍ଟନାୟକଙ୍କୁ ବିବାହ କରିଛନ୍ତି ମନ୍ମଥ ରାଉତରାୟ। ଉଭୟଙ୍କର ପ୍ରେମ ବିବାହ ହୋଇଥିବା କୁହାଯାଉଛି। ତେବେ ରାଜଧାନୀ ଉପକଣ୍ଠ ଡେରାସ ନିକଟ ଚନ୍ଦକା ନେଚର ରିସର୍ଟରେ ବେଶ୍‌…

ଆଜି ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମହାମୁକାବିଲା , ଅଷ୍ଟ୍ରେଲିଆକୁ ଭେଟିବେ ରୋହିତ ବାହିନୀ

ଆଜି ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମହାମୁକାବିଲା । ଅଷ୍ଟ୍ରେଲିଆକୁ ଭେଟିବେ ରୋହିତ ବାହିନୀ । ପଡ଼ିଆ ଭିନ୍ନ ହେଲେ ଦୁଷ୍ମନ ସମାନ। ୨୦୨୩ ବିଶ୍ବକପର ବଦଲା ନେବାକୁ ପ୍ରସ୍ତୁତ ରହିଛି ମେନ୍‌ ଇନ ବ୍ଲୁ । ଯାହାକୁ ନେଇ ପ୍ରତିଟି ଇଣ୍ଡିଆନ୍ସଙ୍କ ହାର୍ଟବିଟ୍ ଏବେଠୁ ଧକ୍ ଧକ୍ କରିବା…

ବାପା, ମାଆ ଓ ଭଉଣୀକୁ ପିଟିପିଟି ହତ୍ୟା କରିଛି ସୈତାନ ପୁଅ

ଜଗତସିଂହପୁରରେ ବିଭତ୍ସ ହତ୍ୟାକାଣ୍ଡ। ବଂଶ ନିପାତ କଲା କୁଳାଙ୍ଗାର ପୁଅ । ବାପା, ମାଆ ଓ ଭଉଣୀକୁ ପିଟିପିଟି ହତ୍ୟା କରିଛି ସୈତାନ । ଜଗତସିଂହପୁର ସଦର ଥାନା ଜୟବଡ଼ ଧୋବାସାହିରୁ ସାମ୍ନାକୁ ଆସିଛି ଏଭଳି ନୃଶଂସକାଣ୍ଡ । ଘର ଭିତରେ ରକ୍ତ ଗୁଡୁବୁଡୁ ଅବସ୍ଥାରେ ପଡ଼ିଛି ୩ ମୃତଦେହ । ବିଳମ୍ବିତ…

ଖରା ଗରମରେ ଜଳୁଛି ଓଡ଼ିଶା , ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ୟ୍ୟନ୍ତ କାମ ବନ୍ଦ ରହିବ

ମାର୍ଚ୍ଚ ଆରମ୍ଭରୁ ଅସହ୍ୟ ହେଉଛି ତାତି । ଖରା ଗରମରେ ଜଳୁଛି ଓଡ଼ିଶା । ସୋମବାର ୩୭ ଡିଗ୍ରୀ ସହ ସମ୍ବଲପୁର, ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ସେହିପରି ରାଜଧାନୀରେ ପାରଦ ୩୫ ଡିଗ୍ରୀରେ ପହଞ୍ଚିଥଲା । ଗତ କିଛି ଦିନ ହେଲା ଡହ ଡହ ଖରା ହେଉଥିବା ବେଳେ ବିଶେଷ କରି ପଶ୍ଚିମ ଓଡ଼ିଶାବାସୀ…

ଆଜିର ରାଶିଫଳ

ମେଷ : ଆପଣଙ୍କ ଅବଦମିତ ଇଚ୍ଛା, ଅସମ୍ପୂର୍ଣ୍ଣ କାଯର୍‍ୟ, ବନ୍ଧୁଙ୍କ ଅନାଦର ଭାବ ଯୋଗୁ ମନ ଦୁଃଖ ହୋଇପାରେ। କୃତ୍ତିକା ନକ୍ଷତ୍ରର ଭ୍ରମଣ ହେତୁକ କ୍ଲାନ୍ତି ଦେଖାଦେଇପାରେ। ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭରେ ହତାଶାବୋଧ…