Browsing Tag

#metro tv

ଓଡ଼ିଶାରେ ଶୀତର ପ୍ରକୋପ ଆରମ୍ଭ

ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଶୁଷ୍କ-ଥଣ୍ଡା ପବନ ପ୍ରଭାବରେ ଗତ କିଛି ଦିନ ମଧ୍ୟରେ ରାତିର ତାପମାତ୍ରା ପ୍ରାୟ ପାଞ୍ଚ ଡିଗ୍ରି ସେଲସିୟସ ହ୍ରାସ ପାଇଥିବାରୁ ଓଡ଼ିଶାରେ ଶୀତର ପ୍ରକୋପ ଅନୁଭବ ହେବା ଆରମ୍ଭ ହୋଇଛି  । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରି ସେଲସିୟସ ତଳେ…

ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ

ବିହାରର ୧୮ଟି ଜିଲ୍ଲାର ୧୨୧ ବିଧାନସଭା ନିର୍ବାଚନମଣ୍ଡଳୀରେ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ହେଉଛି। ଏହି ପର୍ଯ୍ୟାୟରେ ୧୩୧୪ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି। ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ବୀ ପ୍ରସାଦ ଯାଦବ, ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧାରୀ ଏବଂ ବିଜୟ କୁମାର…

ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ

ପବିତ୍ର ମାସ କାର୍ତ୍ତିକ , ମାସସାରା ଆମିଷ ନଖାଇ କାର୍ତ୍ତିକ ବ୍ରତ ପାଳନ୍ତି ଲୋକେ । କେହି କେହି ମାସକ ପାଳିନପାରିଲେ ପଞ୍ଚୁକ ୫ ଦିନ ଆମିଷ ଛାଡି ସାତ୍ତ୍ବିକ ଭୋଜନ କରି କାର୍ତ୍ତିକ ବ୍ରତ ପାଳନ କରନ୍ତି । ଏ ମାସରେ ଦାନ ଧର୍ମ କରି ବର୍ଷକର ପୂଣ୍ୟ ଅର୍ଜନ କରାଯାଏ ବୋଲି କୁହାଯାଏ । କିନ୍ତୁ…

କଟକର ଐତିହାସିକ ବାଲିଯାତ୍ରା ଉଦଘାଟିତ, ବାଲିଯାତ୍ରା ପାଇଁ ୧୦ କୋଟି ଟଙ୍କା ପ୍ରଦାନ କରିବେ ରାଜ୍ୟ ସରକାର

କଟକର ଐତିହାସିକ ବାଲିଯାତ୍ରା ଆୟୋଜନ ପାଇଁ ପୂର୍ବରୁ ରାଜ୍ୟ ସରକାର ୨ କୋଟି ଟଙ୍କା ପ୍ରଦାନ କରୁଥିଲେ। କିନ୍ତୁ ଚଳିତ ବର୍ଷଠାରୁ ବାଲିଯାତ୍ରା ପାଇଁ ୧୦ କୋଟି ଟଙ୍କା ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରୁ ୫ କୋଟି ଟଙ୍କା ଦିଆସରିଥିବା ବେଳେ ଅବଶିଷ୍ଟ ଟଙ୍କା…

ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର

ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି । ୧୮ଟି ଜିଲାରେ ୧୨୧ଟି ଆସନରେ ଭୋଟ ଗ୍ରହଣ କରାଯାଉଛି । ୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର । ଆଜି ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ମତଦାନ ପାଇଁ…

ଆଜିର ରାଶିଫଳ

ମେଷ: ଆପଣଙ୍କର ରଚନାତ୍ମକତା ପୂର୍ବ ଅପେକ୍ଷା ଭଲ ହେବ। ଭାଇ ସହିତ କୌଣସି କଥାକୁ ନେଇ ବିଚାର ବିମର୍ଶ କରିବେ। ନିଜର ମୂଲ୍ୟବାନ ଜିନିଷକୁ ସମ୍ଭାଳି କରି ରଖନ୍ତୁ। ପ୍ରେମ ସମ୍ବନ୍ଧ ମଧୁର ହେବ। ‌ ବୃଷ: ବିଦେଶ କଂପାନିରୁ ଚାକିରିର ପ୍ରସ୍ତାବ ଆସିପାରେ। ନିଜର କାମ ଧ୍ୟାନପୂର୍ବକ…

ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ

ଝାରସୁଗୁଡ଼ା, କିଶୋରୀ ବାଳିକା, ଗର୍ଭବତୀ ଓ ପ୍ରସୂତି ମା’ମାନଙ୍କୁ ପୁଷ୍ଟିକର ଖାଦ୍ୟ ଯୋଗାଣ ପାଇଁ ରାଜ୍ୟ ସରକାର ବାର୍ଷିକ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ପୁଷ୍ଟିସାଧାନ ଉଦ୍ଦେଶ୍ୟରେ କାର୍ଯ୍ୟାଳୟରୁ ଆସୁଥିବା ଏହି ଖାଦ୍ୟ ଯୋଗାଣ ନାଁରେ ବଡ଼ ଧରଣର ହେରଫେର୍ ଘଟଣା ଏବେ…

ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି

ଜାନୁଆରି ୧ ତାରିଖରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି ଏନେଇ ଗତ ୨୫ ତାରିଖରେ ଡିଏମ୍ଏଫ୍ ସମ୍ମିଳନୀ ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକର ବିବରଣୀ ବାହାରକୁ ଆସିବା ପରେ ବୈଠକରେ ହୋଇଥିବା ଅନେକ କିଛି ନିଷ୍ପତ୍ତି ଏବେ ଚର୍ଚ୍ଚାର ପରିସରକୁ ଆସିଛି।…

ଆମେରିକୀୟ ସାମଗ୍ରୀ ଉପରୁ ୨୪% ଶୁଳ୍କ ହଟାଇଲା ଚୀନ୍

ଆମେରିକୀୟ ସାମଗ୍ରୀ ଉପରୁ ୨୪% ଶୁଳ୍କ ହଟାଇଲା ଚୀନ୍। ଏହାକୁ ଗୋଟିଏ ବର୍ଷ ପାଇଁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଦକ୍ଷିଣ କୋରିଆରେ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ବୈଠକ ପରେ ଆମେରିକା, ଚୀନ୍ ଉପରୁ ୧୦% ଶୁଳ୍କ…

ଯାତ୍ରାଜଗତର ବର୍ଷୀୟାନ କଳାକାର ଦେବୀପ୍ରସାଦ ରଥଙ୍କ ପରଲୋକ

ଯାତ୍ରାଜଗତର ବର୍ଷୀୟାନ କଳାକାର ଦେବୀପ୍ରସାଦ ରଥଙ୍କ ପରଲୋକ ଘଟିଛି। ଜଗତସିଂହପୁର ଜିଲା ପାରାଦୀପଗଡ଼ସ୍ଥିତ ବାସଭବନରେ ମଙ୍ଗଳବାର ରାତିରେ ହୃଦ୍‌ଘାତରେ ଦେହାନ୍ତ ହୋଇଛି। ୪୨ ବର୍ଷର ଯାତ୍ରା କ୍ୟାରିୟରରେ ଅଭିନୟର ଏକ ସ୍ବତନ୍ତ୍ର ଛାପ ଛାଡ଼ିଯାଇଛନ୍ତି ଦେବୀପ୍ରସାଦ। ସେ ମଞ୍ଚରେ ଅଭିନୟ କରିବା…