Browsing Tag

#metro tv

ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କର ସବୁ ଅଶାନ୍ତି ଅନ୍ତ ହେବ। ସଫଳତାର ନୂଆ କିରଣ ଦେଖାଦେବ। ଆର୍ଥିକ କ୍ଷେତ୍ରରେ ବିକାଶ ଯୋଗ ଅଛି। ଗାଡ଼ି କିଣିବା ପାଇଁ ସମୟ ସାଥ ଦେବ। ସ୍ବାସ୍ଥ୍ୟ ଚୈତନ୍ୟ ରହିବ। ବୃଷ: ଆପଣଙ୍କ ଉପରେ ଭଗବାନଙ୍କ କୃପା ରହିବ। ବେପାର ବଢ଼ାଇବା ପାଇଁ କରିଥିବା ଯୋଜନାରୁ…

ମହିଳା ବିଶ୍ବକପ୍ ୨୦୨୫ – ଫାଇନାଲରେ ପ୍ରବେଶ କଲା ଭାରତ

ନଭି ମୁମ୍ବାଇର ଡ. ଡିଓ୍ବାଇ ପାଟିଲ ସ୍ପୋର୍ଟ୍ସ ଏକାଡେମିରେ ଗୁରୁବାର ଅନୁଷ୍ଠିତ ମହିଳା ବିଶ୍ବକପ୍ ୨୦୨୫ର ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୫ ଓ୍ବିକେଟରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛ ଭାରତ ।  ଆସନ୍ତା ରବିବାର ହେବାକୁ ଥିବା ଫାଇନାଲରେ ଭାରତର ମୁକାବିଲା ଦକ୍ଷିଣ ଆଫ୍ରିକା ସହ…

ଏଣିକି ସବୁ ରାଜ୍ୟରେ ପୁଲିସ ପିନ୍ଧିବେ ସମାନ ପୋଷାକ

ଏଣିକି ସବୁ ରାଜ୍ୟରେ ପୁଲିସ ପିନ୍ଧିବେ ସମାନ ପୋଷାକ । ଏକ ଦେଶ, ଏକ ପୁଲିସ ୟୁନିଫର୍ମ ନୀତି ଶୀଘ୍ର ଭାରତ ସାରା କାର୍ଯ୍ୟକାରୀ ହେବ । ବିଭିନ୍ନ ରାଜ୍ୟରେ ଆଉ ଅଲଗା ଅଲଗା ପୁଲିସ ୟୁନିଫର୍ମ ରହିବ ନାହିଁ । ଏନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ  ଓଡ଼ିଶା ସହିତ ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ…

ଚାଇନା ଉପରୁ ଟାରିଫ୍‌ ହଟାଇଲେ ଟ୍ରମ୍ପ

ଚାଇନା ରାଷ୍ଟ୍ରପତି ଶି’ ଜିନପିଙ୍ଗଙ୍କ ସହ ସାକ୍ଷାତ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନା ଉପରୁ ଟାରିଫ୍‌ ବା ଶୁଳ୍କ ହ୍ରାସ କରିଛନ୍ତି। ଗୁରୁବାର ଦକ୍ଷିଣ କୋରିଆର ବୁସାନରେ ଟ୍ରମ୍ପ ଏବଂ ଜିନପିଙ୍ଗଙ୍କ ମଧ୍ୟରେ ଏକ ସାକ୍ଷାତ ହୋଇଥିଲା।…

ପ୍ରାଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାର ବିଭିନ୍ନ ସ୍ଥାନରେରେ ୯୨ଟି ରେଳ ଓଭରବ୍ରିଜ୍‌ର ନିର୍ମାଣ ପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ। ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ କରିଛନ୍ତି। ଏହି ଅମସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପ୍ରଧାନମନ୍ତ୍ରୀ ସବୁ ସମୟରେ ଓଡ଼ିଶାର…

ରାହୁଲ ଓ ତେଜସ୍ବୀଙ୍କୁ ଦୁର୍ନୀତିଗ୍ରସ୍ତ ପରିବାରର ଦୁଇ ଯୁବରାଜ – ମୋଦୀ

ଗୁରୁବାର ଦିନ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଏବଂ ରାଷ୍ଟ୍ରୀୟ ଜନତା ଦଳ ନେତା ତେଜସ୍ୱୀ ଯାଦବଙ୍କୁ ନେଇ କଡ଼ା ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀ ସେ ଦୁଇ ଜଣଙ୍କୁ ଦୁଇ ଦୁର୍ନୀତିସଂପନ୍ନ ପରିବାରର ୨ ରାଜକୁମାର ବୋଲି ସମ୍ବୋଧନ କରିଛନ୍ତି। ମୋଦୀ ଆହୁରି ବି…

କ୍ୟାମ୍ପସ୍‌ ହେବ ନିଶାମୁକ୍ତ , ପ୍ରତି କ୍ୟାମ୍ପସ୍‌ରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର

କ୍ୟାମ୍ପସ୍‌କୁ ନିଶାମୁକ୍ତ କରିବା ଲାଗି ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ପ୍ରତି କ୍ୟାମ୍ପସ୍‌ରେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର ନିଯୁକ୍ତ ହେବେ। କଲେଜ ଏବଂ ବିଶ୍ବ ବିଦ୍ୟାଳୟର ଜଣେ ଅଧ୍ୟାପକ କିମ୍ବା ଅଧ୍ୟାପିକାଙ୍କୁ ମଧ୍ୟ…

ଆସନ୍ତା ୩ ତାରିଖରେ ନୂଆପଡ଼ା ପ୍ରଚାର ମଇଦାନକୁ ଓହ୍ଲାଇବେ ବିରୋଧୀ ଦଳ ନେତା ନବୀନ , କଟାକ୍ଷ କଲେ ରାଜସ୍ବ ମନ୍ତ୍ରୀ

ନୂଆପଡ଼ା ଉପନିର୍ବାଚନ ୩ ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ପାଇଁ ଆହ୍ବାନ ହୋଇଛି। ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ ଲାଗି ପଡ଼ିଛନ୍ତି ଦଳର ତୁଙ୍ଗନେତା। ଘରକୁ ଘର ବୁଲି ପ୍ରଚାର ସାଙ୍ଗକୁ ଶୋଭାଯାତ୍ରାରେ କମ୍ପୁଛି ପ୍ରଚାର ମଇଦାନ। ଆଗକୁ ପ୍ରଚାର ଆହୁରି ଜୋରଦାର ହେବ। ନୂଆପଡ଼ାର ଭୋଟର…

ଆରମ୍ଭ ହୋଇଛି ବାତ୍ୟା ମୋନ୍ଥାର କ୍ଷୟକ୍ଷତି ଆକଳନ, ଖୁବଶୀଘ୍ର ମିଳିବ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି

ଆରମ୍ଭ ହୋଇଛି ବାତ୍ୟା ମୋନ୍ଥାର କ୍ଷୟକ୍ଷତି ଆକଳନ। ଖୁବଶୀଘ୍ର ମିଳିବ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି । ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି, ଏବେ ଅମଳ ସମୟ ଥିବାରୁ କପା ଏବଂ ଧାନ ଚାଷର କ୍ଷୟକ୍ଷତି ହୋଇଛି , କିଛି କିଛି ଜାଗାରେ ଘର ଭାଙ୍ଗିଛି । ତିନି ଦିନ…

ନଭେମ୍ବର ୧ ରୁ ତହସିଲ ଅଫିସରେ  ଜମି କିଣାବିକା ହୋଇ ପାରିବ

ଏବେ ଜମି କିଣାବିକା ନେଇ ସୃଷ୍ଟି ହେଉଥିବା ସମସ୍ୟା ଦୂର ହେବ। ନଭେମ୍ବର ୧ ରୁ ତହସିଲ ଅଫିସରେ  ଜମି କିଣାବିକା ହୋଇ ପାରିବ   । ପ୍ରଥମେ ୪୪ଟି ତହସିଲ ଅଫିସରେ ରେ ଜମି କିଣାବିକା ଆରମ୍ଭ ହେବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀ ସୂଚନା ଦେଇଛନ୍ତି।ଏହାପରେ ଡିସେମ୍ବରରେ ରାଜ୍ୟର ବାକି ୨୭୩…