ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
ପୀତବାସ ହତ୍ୟା ମାମଲା , ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ । ପୁଲିସ ଭ୍ୟାନ୍ରେ ବିକ୍ରମଙ୍କୁ କୋର୍ଟ ନେଲା ପୁଲିସ । ପୁଲିସ ଗତକାଲି ରାତିରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇଥିଲା । କିଏ ଓ କାହିଁକି ପୀତବାସ ପଣ୍ଡାଙ୍କୁ…