Browsing Tag

#metro tv

ଲାଞ୍ଚ ନେଇ ଜେଲ ଗଲେ ଉପଜିଲ୍ଲାପାଳ

କଳାହାଣ୍ଡି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ଧର୍ମଗଡ ଉପଜିଲ୍ଲାପାଳ ଧୀମାନ ଚକମାଙ୍କୁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଗତକାଲି ଜଣେ କ୍ରସର୍ ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ସେ ଭିଜିଲାନ୍ସ ହାତରେ…

କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ

ଆଜି ସକାଳେ କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ଏମଭି ୱାନ ହେ ୫୦୩ ରେ ଏକ ବଡ଼ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ମୁମ୍ବାଇ ସ୍ଥିତ ମେରାଇନ୍ ଅପରେସନ୍ସ ସେଣ୍ଟର (MOC) ପକ୍ଷରୁ ମିଳିଥିବା ସୂଚନା ମୁତାବକ ସକାଳ ପ୍ରାୟ ୧୦:୩୦ ସମୟରେ ଏହି ବିସ୍ଫୋରଣ ଘଟିଛି | ୨୭୦…

ଏଥର ରଜ ମଉଜ କୁ ଫିକା କରିବ ପ୍ରବଳ ବର୍ଷିବ

ଏଥର ରଜରେ ପ୍ରବଳ ବର୍ଷିବ । ଦକ୍ଷିଣ ପୂର୍ବ ଓ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଧୀରେଧୀରେ ଏହା ଘନୀଭୂତ ହୋଇ ଆସନ୍ତା ୧୩ ତାରିଖ ଭିତରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଏହାସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ…

ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ…

ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପ ଆଉ ଏକ ନୂଆ କୀର୍ତ୍ତିମାନ ସ୍ଥାପନ କରିବାକୁ ଯାଉଛି। ଏହି ପ୍ରକଳ୍ପରେ ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ନିର୍ମାଣ କରାଯାଇଛି ଯାହା ପରିବେଶ, ବନ୍ୟଜନ୍ତୁ ସୁରକ୍ଷା ସହିତ ଜଳସେଚନ ପ୍ରକଳ୍ପ ପାଇଁ ଉପାଦେୟ ସାବ୍ୟସ୍ତ ହେବ। ୨୦୨୬…

ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍

ହନିମୁନ୍ ପାଇଁ ଇନ୍ଦୋରରୁ ମେଘାଳୟ ଯାଇଥିବା ଦମ୍ପତିଙ୍କ ନିଖୋଜକୁ ନେଇ ବଡ଼ ଖୁଲାସା । ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରିଛନ୍ତି ସ୍ତ୍ରୀ। ଏକଥା ପୁଲିସ୍‌ ସମ୍ମୁଖରେ ନିଜେ ସ୍ବୀକାର କରି ଆତ୍ମସମର୍ପଣ କରିଛନ୍ତି ଅଭିଯୁକ୍ତା ପତ୍ନୀ। ୧୬ ଦିନର ସନ୍ଧାନ ପରେ ଶିଲଂରେ ନିଖୋଜ…

ବିଗ୍ ବସ୍ ଓଟିଟି’ ୩ର ବିଜେତା ସନା ମକବୁଲଙ୍କୁ ହସ୍ପିଟାଲରେ ଭର୍ତ୍ତି,ଲିଭର ଜନିତ ରୋଗରେ ଆକ୍ରାନ୍ତ

‘ବିଗ୍ ବସ୍ ଓଟିଟି’ ୩ର ବିଜେତା ସନା ମକବୁଲଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେ ନିକଟରେ ତାଙ୍କ ପରିବାର ସହିତ ଇଦ୍ ପାଳନ କରୁଥିବାର କିଛି ଫଟୋ ପୋଷ୍ଟ କରିଥିଲେ । ଏହାର କିଛି ସମୟ ପରେ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିଲା । ଯଦିଓ ତାଙ୍କ ଅସୁସ୍ଥତା ବିଷୟରେ ତାଙ୍କ ତରଫରୁ ଏ…

ବଢିଲା ଆଧାର ଅପଡ଼େଟ ଡ଼େଡ଼ଲାଇନ

ଆଧାରକାର୍ଡ଼ ଏକ ବଡ଼ ଜରୁରୀ ଦସ୍ତାବିଜ୍‌। ପ୍ରତି କାମରେ ଏହା ଦରକାର । ସେ ସରକାରୀ ହେଉ କି ବେସରକାରୀ ହେଉ। ଆଧାର ବିନା କୌଣସି କାମ ହେବା ମୁସ୍କିଲ। ଆଧାର ଅପଡେଟ୍‌ କରିନଥିଲେ ଅନେକ ଗୁରୁତ୍ବପୂର୍ଣ୍ଣ କାମ ହେବ ନାହିଁ । ବାରମ୍ବାର ଅପଡେଟ୍‌ କରିବାକୁ ତାରିଖ ବି ଆସିଛି । ହେଲେ ଏବେ ଶେଷ…

ଦ୍ବିତୀୟ ବର୍ଷ ପାଇଁ ଫ୍ରେଞ୍ଚ ଓପନ୍ ଗ୍ରାଣ୍ଡସ୍ଲାମ୍ ଟେନିସ୍ ପ୍ରତିଯୋଗିତାର ପୁରୁଷ ଏକକ ଟ୍ରଫି ଜିତି ନେଇଛନ୍ତି…

ତୀବ୍ର ସଂଘର୍ଷପୂର୍ଣ୍ଣ ତଥା ଅପୂର୍ବ ଉତ୍କଣ୍ଠାପୂର୍ଣ୍ଣ ଫାଇନାଲ୍‌ରେ ପ୍ରଥମ ସିଡ୍ ଓ ବିଶ୍ବମାନ୍ୟତାର ପ୍ରଥମ ସ୍ଥାନରେ ଥିବା ଇଟାଲିର ଜାନିକ ସିନ୍ନରଙ୍କୁ ନାଟକୀୟ ଭାବେ ୪-୬, ୬-୭ (୪-୭), ୬-୪, ୭-୬ (୭-୩), ୭-୬ (୧୦-୨)ସେଟ୍‌ରେ ପରାସ୍ତ କରି ଦ୍ବିତୀୟ ସିଡ୍ ସ୍ପେନ୍‌ର କାର୍ଲୋସ୍…

ଆଜି ରଥଯାତ୍ରା ସମନ୍ବୟ କମିଟିର ବୈଠକ

ଆଜି ରଥଯାତ୍ରା ସମନ୍ବୟ କମିଟିର ବୈଠକ ଅନୁଷ୍ଠିତ ହେବ। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ ଓ ସଚିବମାନେ ଯୋଗ ଦେବେ। ରଥଯାତ୍ରା ସୁରକ୍ଷାରେ ଯେପରି କୌଣସି ତ୍ରୁଟି ହେବନି, ସେଥିନେଇ ଏଥିରେ ପ୍ଲାନ୍ ପ୍ରସ୍ତୁତ କରାଯିବ ବୋଲି…

ଆଜିର ରାଶିଫଳ

ମେଷ: ପ୍ରଥମେ ମନରେ ଦ୍ବିଧାଭାବ ଜାତ ହୋଇପାରେ। ପର ମୁହୂର୍ତ୍ତରେ ଦୃଢ଼ ନିଶ୍ଚୟୀ ହେବେ। ମନ ପ୍ରଫୁଲ୍ଲ ରହିବ। ପ୍ରିୟଭାଷୀ ହେବେ। ହର୍ଷଯୁକ୍ତ ହେବେ। ଧନାଗମ ହେବ। ଭାଗ୍ୟବାନ୍‌ ହେବେ। ସୁସ୍ଥ ରହିବେ। ବୃଷ: ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ବିବିଧ ଉପାୟରେ ଧନ ଅର୍ଜନ କରିବେ।…