ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ତଥା ସଙ୍ଗୀତକାର ଅଭିଜିତ ମଜୁମଦାର। ଭୁବନେଶ୍ଵର ଏମ୍ସର ଆଇସିୟୁରେ ରଖି ତାଙ୍କୁ ଚିକିତ୍ସା କରାଯାଉଛି। ସେ ଏବେ ବି କୋମାରେ ରହିଛନ୍ତି। ଶରୀରର ସ୍ନାୟବିକ ସ୍ଥିତିରେ ସୁଧାର ଆସି ନ ଥିବା ଡାକ୍ତର କହିଛନ୍ତି।
୫୪ ବର୍ଷୀୟ…