Browsing Tag

#metro tv

ପହଲଗାମ ଆତଙ୍କୀ ଆକ୍ରମଣ ଘଟଣାର ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆଜିର ବୈଠକରେ ନିର୍ଦ୍ଦେଶ…

କୌଣସି ସମୟରେ ପାକିସ୍ତାନ ଉପରେ ବଡ କାର୍ଯ୍ୟାନୁଷ୍ଠାନ କରିପାରେ ଭାରତ । କାରଣ ପ୍ରଧାନମନ୍ତ୍ରୀ ମୋଦୀ ଦେଇ ସାରିଛନ୍ତି ନିର୍ଦ୍ଦେଶ  ।  ପହଲଗାମ ଆତଙ୍କୀ ଆକ୍ରମଣ ଘଟଣାର ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆଜିର ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ମୋଦୀ  ।   କିଛି ସମୟ…

ଯେତିକି ଟଙ୍କାରେ କିଣା ହୋଇଛନ୍ତି ସେତିକି ଟଙ୍କାର ଖେଳ ବି ଖେଳୁ ନାହାନ୍ତି ରିଷଭ ପନ୍ତ

ଆଇପିଏଲରେ ଚାଲିଛି ଜୋରଦାର ଲଢେଇ । କିଏ ଯିବ ପ୍ଲେଅଫ ତାକୁ ନେଇ ଆରମ୍ଭ ହେଲାଣି ଅଙ୍କ କଷା । ଏହାରି ଭିତରେ ଲକ୍ଷ୍ନୌ ଟିମ ଆଉ ତାର କ୍ୟାପଟେନ୍ ବେଶ ଚର୍ଚ୍ଚାରେ ରହିଛନ୍ତି । କାରଣ ସବୁଠାରୁ ଅଧିକ ଟଙ୍କା ଦେଇ ଲକ୍ଷ୍ନୌ କିଣିଥିବା ଅଧିନାୟକ ଫ୍ଲପ ଶୋ ଦେଖାଉଛନ୍ତି । ଯେଉଁଥିପାଇଁ…

ଆୟୁଷ୍ମାନ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ

ସ୍ୱାସ୍ଥ୍ୟସେବାରେ ବଡ ଭୂମୀକା ଗ୍ରହଣ କରିବ ଆୟୁଷ୍ମନ କାର୍ଡ । ଆୟୁଷ୍ମାନ ଯୋଜନା ଦ୍ୱାରା ଅନେକ ଗରିବ ଓ ମଧ୍ୟବିତ ଲୋକ ଉପକୃତ ହେଲେ । ତେବେ ଏହି ସେବାରୁ ଯେପରି କୌଣସି ବି ହିତାଧିକାରୀ ଯେପରି ବାଦ ନପଡନ୍ତି, ଯେପରି କୌଣସି ଅବହେଳା ନହୁଏ ସେନେଇ ତାଗିଦ୍ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ…

ଚୀନର ଲିଆଓନିଂରେ ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ ଘଟି ୨୨ ଜଣଙ୍କର ମୃତ୍ୟୁ ହୋଇଛି

ଚୀନର ଲିଆଓନିଂରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ ଘଟି ୨୨ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡରେ ଅତି କମରେ ୩ ଜଣ ଆହତ ହୋଇଛନ୍ତି। ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ,…

ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି

ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି’ । ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟ୍‌କୁ ରାଜ୍ୟର ୪୫ ହଜାର ସ୍କୁଲକୁ ଦିଆଯିବ । ଏନେଇ ଖର୍ଚ୍ଚ ହେବ ପ୍ରାୟ ୯୦ କୋଟି । ପିଲାଙ୍କ ‘ଯାଦୁପେଡି’ ଦେଖିଲେ ମୁଖ୍ୟମନ୍ତ୍ରୀ । ପିଲାମାନଙ୍କୁ…

ଲୋକଙ୍କୁ କାଶ୍ମୀର ବୁଲିବା ପାଇଁ ଆସିବାକୁ ଅପିଲ୍ କଲେ ଅଭିନେତା ଅତୁଲ୍ କୁଲକର୍ଣ୍ଣୀ

ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ସାରା ଦେଶ ସ୍ତବ୍ଧ ହୋଇଥିବା ବେଳେ ବଲିଉଡ୍ ଅଭିନେତା ଅତୁଲ୍ କୁଲକର୍ଣ୍ଣୀ କାଶ୍ମୀର ବୁଲିବାକୁ ଯାଇଛନ୍ତି । ଭୂସ୍ବର୍ଗ ବୋଲାଉଥିବା କାଶ୍ମୀରରେ ସେ ଅନେକ ଫଟୋ ଉଠାଇବା ସହ ସ୍ଥାନୀୟ ଲୋକଙ୍କ ସହ କଥା ହୋଇଛନ୍ତି । ଅଭିନେତା ଲୋକଙ୍କୁ କାଶ୍ମୀର ବୁଲିବା ପାଇଁ…

ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ୨୪ ମାଓବାଦୀ

ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ପଶ୍ଚିମ ବସ୍ତର ଡିଭିଜନର ୨୪ ଜଣ ମାଓବାଦୀ। ଏମାନଙ୍କ ମଧ୍ୟରେ ୧୧ ଜଣ ମହିଳା ରହିଛନ୍ତି। ଜିଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏମାନେ ଆତ୍ମସମର୍ପଣ କରିଛନ୍ତି।…

ସେନ୍‌ସେକ୍ସ ୧୦୦୬ ପଏଣ୍ଟ ବୃଦ୍ଧି ପାଇ ୮୦,୨୧୮ ପଏଣ୍ଟରେ ବନ୍ଦ ହୋଇଛି

ଭାରତ-ପାକିସ୍ତାନ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରଭାବରେ ତଳକୁ ଖସୁଥିବା ଷ୍ଟକ୍ ବଜାର କାରବାରରେ ସୋମବାର ସୁଧାର ଘଟିଛି। ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ଓ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜରେ ଭଲ କାରବାର ହୋଇଛି। ଏହାର ପ୍ରଭାବରେ ସେନ୍‌ସେକ୍ସ ୧୦୦୬ ପଏଣ୍ଟ ବୃଦ୍ଧି ପାଇ ୮୦,୨୧୮…

ମେ’ ୨ରୁ ଏହା ଆରମ୍ଭ ହୋଇ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ  ଓଜେଇଇ ପରୀକ୍ଷା

ଓଜେଇଇ ପରୀକ୍ଷା ପାଇଁ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମେ’ ୨ରୁ ଏହା ଆରମ୍ଭ ହୋଇ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ତିନିଟି ସିଫ୍ଟରେ ଏହି ପରୀକ୍ଷା ହେବ। ସାଢ଼େ ୮ଟାରୁ ସାଢ଼େ ୧୦ଟା, ସାଢ଼େ ୧୨ଟାରୁ ସାଢ଼େ…

ବିଭିନ୍ନ କ୍ଷେତ୍ରରେ ବଳିଷ୍ଠ ଅବଦାନ ପାଇଁ ୭୧ ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ…

ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ବିଭିନ୍ନ କ୍ଷେତ୍ରରେ ବଳିଷ୍ଠ ଅବଦାନ ପାଇଁ ୭୧ ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଳା, ସମାଜ ସେବା, ବିଜ୍ଞାନ , ଇଞ୍ଜିନିୟରିଙ୍ଗ, ବ୍ୟାପାର ଓ ଉଦ୍ୟୋଗ, ଚିକିତ୍ସା ସାହିତ୍ୟ ଆଦି କ୍ଷେତ୍ରରେ…