ଆଇପିଏଲ ୨୦୨୫ : ୪୫ତମ ମ୍ୟାଚରେ ଲକ୍ଷ୍ନୌ ସୁପରଜାୟାଣ୍ଟସକୁ ୫୪ ରନରେ ହରାଇଦେଇଛି ମୁମ୍ବାଇ ଇଣ୍ଡିଆନ୍ସ
ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇପିଏଲ ୨୦୨୫ର ୪୫ତମ ମ୍ୟାଚରେ ଲକ୍ଷ୍ନୌ ସୁପରଜାୟାଣ୍ଟସକୁ ୫୪ ରନରେ ହରାଇଦେଇଛି ମୁମ୍ବାଇ ଇଣ୍ଡିଆନ୍ସ । ମୁମ୍ବାଇର ୨୧୬ ରନର ଲକ୍ଷ୍ୟ ଜବାବରେ ଲକ୍ଷ୍ନୌ ୧୬୧ ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ ମିଚେଲ ମାର୍ସ ୩୪ ରନ କରିଥିବାବେଳେ…