ଆଫଗାନିସ୍ତାନରେ ଭୟଙ୍କର ଭୂମିକମ୍ପ, ଗଲାଣି ୮୦୦ ରୁ ଅଧିକ ଜୀବନ
ରବିବାର ଅଗଷ୍ଟ ୩୧ ତାରିଖ ବିଳମ୍ବିତ ରାତିରେ ଆଫଗାନିସ୍ତାନରେ ଘଟିଥିବା ଭୂମିକମ୍ପ ଧ୍ୱଂସକାରୀ ସାବ୍ୟସ୍ତ ହୋଇଛି। ପାକିସ୍ତାନ ସୀମା ନିକଟରେ ପୂର୍ବ ଆଫଗାନିସ୍ତାନରେ ହୋଇଥିବା ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୦ ଥିଲା ବୋଲି କୁହାଯାଉଛି। ରାତିରେ ଭୂକମ୍ପ ହୋଇଥିବାରୁ…