ମୁମ୍ବାଇରେ ପ୍ରତିଷ୍ଠା ହେବ ଆଇଆଇସିଟି
ମୁମ୍ବାଇରେ ଏକ ଭାରତୀୟ ସୃଜନଶୀଳ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ ବା ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ କ୍ରିଏଟିଭ୍ ନେକ୍ନୋଲୋଜି (ଆଇଆଇସିଟି) ପ୍ରତିଷ୍ଠା କରାଯିବ । ଏହି ବିଶ୍ୱସ୍ତରୀୟ ପ୍ରତିଷ୍ଠାନ ଆନିମେସନ, ଭିଜୁଆଲ ଇଫେକ୍ଟସ, ଗେମିଂ, କମିକ୍ସ ଓ ପରିବର୍ଦ୍ଧିତ ବାସ୍ତବତା…