Browsing Tag

#metro tv

ପୁଲିସ ନିକଟରେ ୨୨ ଜଣ ନକ୍ସଲଙ୍କ ଆତ୍ମସମର୍ପଣ

ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା  ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣଙ୍କ ନାମରେ ୨୬ ଲକ୍ଷ ଟଂକାର ପୁରସ୍କାର ଘୋଷଣା ହୋଇଥିଲା। ଏଥିସହ ଏମାନଙ୍କ ମଧ୍ୟରୁ ୬ ଜଣ ମହିଳା ନକ୍ସଲ ରହିଛନ୍ତି। ଏମାନଙ୍କ ମଧ୍ୟରୁ ବାଟାଲିୟନ ନମ୍ବର ୧ର ସଦସ୍ୟ କମଲି…

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଦିଲ୍ଲୀରେ ଭେଟିଛନ୍ତି। ଶ୍ରୀ ଶାହଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ରାଜ୍ୟର ବିକାଶ ପାଇଁ ଆଇନଶୃଙ୍ଖଳା ଓ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କଥା ହୋଇଛନ୍ତି।…

ଆମେରିକୀୟ ସାମଗ୍ରୀ ଉପରେ ୮୪ ପ୍ରତିଶତ ଶୁଳ୍କ ଲାଗୁ କଲା ଚୀନ

ଆମେରିକା ଏବଂ ଚୀନ୍ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ଏକ ନୂତନ ମୋଡ଼ ନେଇଛି। ଡୋନାଲ୍ଡ ଟ୍ରମ୍ପଙ୍କ ୧୦୪ ପ୍ରତିଶତ ଶୁଳ୍କ ଲାଗୁର ଜବାବ ଦେଇ, ଚୀନ୍ ଏବେ ଆମେରିକୀୟ ସାମଗ୍ରୀ ଉପରେ ୮୪ ପ୍ରତିଶତ ଶୁଳ୍କ ଲାଗୁ କରିବାର ଘୋଷଣା କରିଛି। ଆମେରିକୀୟ ସାମଗ୍ରୀ ଉପରେ ୮୪ ପ୍ରତିଶତ ଅତିରିକ୍ତ ଶୁଳ୍କ ଲାଗୁ…

ପାଣ୍ଡିଆନଙ୍କୁ କ୍ଲିନଚିଟ ଦେଲେ ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ

ଭିକେ ପାଣ୍ଡିଆନଙ୍କୁ ନେଇ ନବୀନ ପଟ୍ଟନାୟକଙ୍କ ବୟାନ । ପାଣ୍ଡିଆନଙ୍କୁ କ୍ଲିନଚିଟ ଦେଇଛନ୍ତି ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । କହିଲେ, ପାଣ୍ଡିଆନ ଦଳ ଓ ରାଜ୍ୟ ପାଇଁ ଅନେକ କାମ କରିଛନ୍ତି । ୧୦ ମାସ ହେଲାଣି ପାଣ୍ଡିଆନ ଦଳ ଛାଡିଲେଣି । ବର୍ତ୍ତମାନ ସେ ଦଳୀୟ କାର୍ୟ୍ୟରେ ସଂଶ୍ଲୀଷ୍ଟ…

ଏଣିକି ଔଷଧ ଦୋକାନରେ ରୋଗୀମାନଙ୍କୁ ଇଂଜେକସନ ମନା

ରାଜ୍ୟର ଔଷଧ ଦୋକାନରେ ରୋଗୀମାନଙ୍କୁ ଇଂଜେକସନ ଦିଆଯିବାକୁ ନେଇ ରାଜ୍ୟ ସରକାର ଚିନ୍ତା ପ୍ରକଟ କରିଛନ୍ତି । ଔଷଧ ଦୋକାନୀଙ୍କୁ ଏହି ଅଭ୍ୟାସ ବନ୍ଦ କରିବାକୁ କୁହାଯାଇଛି । ଏହା ନହେଲେ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ସ୍ବାସ୍ଥ୍ୟ ବିଭାଗ ସବୁ ସିଡିଏମଓଙ୍କୁ…

ବିଜେଡିରେ ଯୋଗ ଦେଇଥିବା ନୂଆ ନେତାଙ୍କୁ ଜଣା ନାହିଁ ଦଳର ଇତିହାସ – ଦେବାଶିଷ ସାମନ୍ତରାୟ

ବିଜେଡି ଭିତରେ ଏବେ ପୂରା ଗୋଳମାଳିଆ ସ୍ଥିତି। ୱାକଫ୍ ବିଲକୁ ନେଇ ସସ୍ମିତଙ୍କ ସମର୍ଥନ ପରେ ଦଳରେ କମ୍ପନ ସୃଷ୍ଟି ହୋଇଛି। ଯୁବ ନେତା ଓ ବରିଷ୍ଠ ନେତାମାନେ ଅଲଗା ଅଲଗା ଭାବେ ବୈଠକ କରିବା ନେଇ ଚର୍ଚ୍ଚା ହେଉଥିବାବେଳେ ମୁହଁ ଖୋଲିଛନ୍ତି ସାଂସଦ ଦେବାଶିଷ ସାମନ୍ତରାୟ । ଦେଇଛନ୍ତି  ବିସ୍ଫୋରକ…

ଆଉ ଥରେ ପରଦାରେ ଦେଖିବାକୁ ମିଳିବ ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘କ୍ୟୁଁକି ଶାର୍‌ ଭି କଭି ବୋହୂ ଥି’

ଏକ୍‌ତା କପୁରଙ୍କ ଦ୍ବାରା ନିର୍ମିତ ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘କ୍ୟୁଁକି ଶାର୍‌ ଭି କଭି ବୋହୂ ଥି’ ଆଉ ଥରେ ପରଦାରେ ଦେଖିବାକୁ ମିଳିବ ବୋଲି ଗତକିଛି ଦିନ ମଧ୍ୟରେ ଜୋର୍‌ଦାର୍‌ ଚର୍ଚ୍ଚା ହେଉଛି। ଏହି ଧାରାବାହିକକୁ ନେଇ ପ୍ରଶଂସକମାନେ ବି ଅଧିକ ଅପଡେଟ୍ ପାଇଁ…

୨୫ ବେସିକ ପଏଣ୍ଟ୍‌ରେ ରୋପୋ ରେଟ୍‌ ହ୍ରାସ

ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ୨୫ ବେସିକ ପଏଣ୍ଟ୍‌ରେ ରୋପୋ ରେଟ୍‌ ହ୍ରାସ କରି ୬ ପ୍ରତିଶତ କରିବାକୁ ଘୋଷଣା କରିଛି। ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ନେତୃତ୍ୱରେ କେନ୍ଦ୍ରୀୟ ବ୍ୟାଙ୍କର ମୁଦ୍ରା ନୀତି କମିଟି (ଏମ୍‌ପିସି) ଏପ୍ରିଲ ୭ ତାରିଖରେ ଆରମ୍ଭ ହୋଇଥିବା ଏହାର ତିନି ଦିନିଆ ବୈଠକ…

ହୋଟେଲ କ୍ରିଷ୍ଟାଲ କ୍ରାଉନ୍‌ରେ ମେଳି  ବାନ୍ଧିଲେ ବିଜେଡି ନେତା

ହୋଟେଲ କ୍ରିଷ୍ଟାଲ କ୍ରାଉନ୍‌ରେ ମେଳି  ବାନ୍ଧିଲେ ବିଜେଡି ନେତା । ଏହା ଆଲୋଚନାରେ ବିଜେଡିର ଅନେକ ବରିଷ୍ଠ ନେତା ସାମିଲ ହୋଇଛନ୍ତି । ଅଶୋକ ଚନ୍ଦ୍ର ପଣ୍ଡା, ଅନଙ୍ଗ ଉଦୟ ସିଂଦେଓଙ୍କ ଭଳି ନେତାଙ୍କୁ ଏଠାରେ ଦେଖିବାକୁ ମିଳିଛି । ୱାକଫ ବିଲ ସମର୍ଥନକୁ ନେଇ ଗତ କିଛି ଦିନ ହେଲା ବିଜେଡିରେ ହଲଚଲ…

ଚଳିତ ଆଇପିଏଲ୍‌ର ୨୩ତମ ମ୍ୟାଚ୍‌: ଆଜି ଗୁଜରାଟ ଟାଇଟାନ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯିବ ମ୍ୟାଚ

ଚଳିତ ଆଇପିଏଲ୍‌ର ୨୩ତମ ମ୍ୟାଚ୍‌ ଆଜି ଦୁଇ ପୂର୍ବତନ ଚମ୍ପିଆନ୍ ଗୁଜରାଟ ଟାଇଟାନ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯିବ। ଉଭୟ ଦଳ ଫର୍ମରେ ଥିବାରୁ ଏହି ମୁକାବିଲା ରୋଚକ ହେବ ବୋଲି ଆଶା କରାଯାଉଛି। ପ୍ରଥମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗ୍‌ସକୁ ୨୪୩ ରନ୍‌ କରିବାକୁ ଦେବା ପରେ ଗୁଜରାଟ କ୍ରମାଗତ…