Browsing Tag

#metro tv

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ପରେ ଟାରିଫ ହ୍ରାସ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି

ଟାରିଫ ହ୍ରାସ କଲା ଆମେରିକା । ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ ।  ଆଗକୁ ପୂରା ୨୫ ପ୍ରତିଶତ ହ୍ରାସ ହେବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ପରେ ଟାରିଫ ହ୍ରାସ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି । ଟ୍ରୁଥ ସୋସିଆଲ ମିଡିଆରେ ଏହି ଘୋଷଣା…

ଗୋଟିଏ ଦିନରେ ଟଙ୍କା ମୂଲ୍ୟ ୧.୪% ବୃଦ୍ଧି ପାଇ ଡଲାର ପିଛା ୯୦.୨୭ ସ୍ତରରେ ପହଞ୍ଚିଛି

ଭାରତ ଏବଂ ଆମେରିକା ମଧ୍ୟରେ ଐତିହାସିକ ବାଣିଜ୍ୟ ଚୁକ୍ତି ଭାରତୀୟ ମୁଦ୍ରା ‘ଟଙ୍କା’ ପାଇଁ ସଞ୍ଜୀବନୀ ସଦୃଶ ହୋଇଛି। ମଙ୍ଗଳବାର ବଜାର ବନ୍ଦ ହେବା ବେଳକୁ ଟଙ୍କା ମୂଲ୍ୟ ୧.୪% ବୃଦ୍ଧି ପାଇ ଡଲାର ପିଛା ୯୦.୨୭ ସ୍ତରରେ ପହଞ୍ଚିଛି। ୨୦୧୮ ମସିହା ପରଠାରୁ ଗୋଟିଏ ଦିନରେ ଟଙ୍କା ମୂଲ୍ୟରେ ଏହା…

ମୋଦୀ ଭୟଭୀତ ଅଛନ୍ତି,ଆମେରିକା ସହ ବାଣିଜ୍ୟ ଚୁକ୍ତିନାମାକୁ ରାତିରେ ନରେନ୍ଦ୍ର ମୋଦି ସାଇନ କଲେ କାହିଁକି –…

ସଂସଦରେ ଚଳିତ ବଜେଟ୍ ଅଧିବେଶନରେ ପୂର୍ବତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରୱାଣେଙ୍କ ଲିଖିତ ପ୍ରଶଙ୍ଗକୁ ନେଇ ଅଚଳାବସ୍ଥା ଜାରି ରହିଛି। ମଙ୍ଗଳବାର ରାହୁଲ ଗାନ୍ଧୀ ଭାଷଣ ଆରମ୍ଭରୁ ଦେଶର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଥିଲେ। ଯାହାକୁ ନେଇ ହଙ୍ଗାମା ଆରମ୍ଭ ହୋଇଥିଲା। ଚୀନ୍ ପ୍ରସଙ୍ଗରେ…

ଏହି କାରଣରୁ ଆସନ୍ତା କାଲି ସକାଳ ୧୧ଟା ପର୍ଯ୍ୟନ୍ତ ଲୋକସଭା ମୁଲତବୀ ଘୋଷଣା

ଲୋକସଭାରେ ରାହୁଲ ଗାନ୍ଧୀଙ୍କ ଭାଷଣ ଲଗାତାର ଦ୍ୱିତୀୟ ଦିନ ପାଇଁ ବାଧାପ୍ରାପ୍ତ ହୋଇଛି। ଅପରାହ୍ନ ୨ଟାରେ, ରାହୁଲ ଗାନ୍ଧୀ ଗୃହରେ ଜଣେ ପୂର୍ବତନ ସେନା ମୁଖ୍ୟଙ୍କ ଦ୍ୱାରା ପ୍ରକାଶିତ ଏକ ଅପ୍ରକାଶିତ ପୁସ୍ତକରୁ ଏକ ଲେଖା ଉପସ୍ଥାପନ କରିଥିଲେ। ସେ କହିଥିଲେ, “ମୋତେ କହିବାକୁ ଦିଅ।” ସେ ଏହା…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନାର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଶୁଭାରମ୍ଭ ହୋଇଛି।। ଆଜି ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି। ସେପଟେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଶୁଭାରମ୍ଭ ପୂର୍ବରୁ…

ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ । ଜିଲା ପ୍ରଶାସନ ଓ ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କୁ ସ୍ବାଗତ, ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ…

ନାଭିଗୟାରେ ପିଣ୍ଡଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନାଭିଗୟାରେ ପିଣ୍ଡଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସକାଳ ୯ଟା ୫୦ ମିନିଟ୍‌ରେ ମହାମହିମ ବିରଜା ମନ୍ଦିରରେ ପହଞ୍ଚିବା ପରେ ପ୍ରଥମେ ପିଣ୍ଡଦାନ କାର୍ଯ୍ୟ ଆରମ୍ଭ ହୋଇଥିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟକ୍ରମରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀଙ୍କ…

ଚଳିତ ମହିଳା ପ୍ରିମିୟର ଲିଗ୍‌‌ : ଆଜି ଦିଲ୍ଲୀ କ୍ୟାପିଟାଲ୍‌ସ ଓ ଗୁଜରାଟ ଜାଏଣ୍ଟ୍‌‌ସ ମଧ୍ୟରେ ଖେଳାଯିବ ଏଲିମିନେଟର୍‌‌…

ଚଳିତ ମହିଳା ପ୍ରିମିୟର ଲିଗ୍‌‌ (ଡବ୍ଲ୍ୟୁପିଏଲ୍‌‌)ରେ ଆଉ ଦୁଇଟି ମ୍ୟାଚ୍‌ ବାକିଅଛି। ମଙ୍ଗଳବାର ଏଲିମିନେଟର୍‌‌ ମ୍ୟାଚ୍‌ ଦିଲ୍ଲୀ କ୍ୟାପିଟାଲ୍‌ସ ଓ ଗୁଜରାଟ ଜାଏଣ୍ଟ୍‌‌ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚର ବିଜେତା ଫେବୃଆରୀ ୫ରେ ରୟାଲ୍‌‌ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌‌ସିବି) ସହ…

ଆଜି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାରେ ମହାମହମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଦର୍ଶନ କରିବେ। ୬ଦିନିଆ ଗସ୍ତରେ ଆସି ଗତକାଲି ଭୁବନେଶ୍ବରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ…

ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା

ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା । ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରୁ ଏହା ପ୍ରଥମ ଥର ପାଇଁ ଆରମ୍ଭ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଙ୍ଗଳବାର ଗଞ୍ଜାମ ମା ତାରାତାରିଣୀଙ୍କ ପୀଠରେ ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ…