ମୋଜତାବାଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ, କେତେବେଳେ ତାଙ୍କର ମୃତ୍ୟୁ ଖବର ଆସିପାରେ
ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଏବେ ସମଗ୍ର ବିଶ୍ୱରେ ଚର୍ଚ୍ଚା ଜୋର ଧରିଛି । ଇସ୍ରାଏଲୀ ଗଣମାଧ୍ୟମର ଦାବି ଅନୁଯାୟୀ, ମୋଜତାବାଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି ଏବଂ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଖବର…