ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଆରମ୍ଭ
ଆଜି ପବିତ୍ର ଅଶୋକାଷ୍ଟମୀ। ଏହି ଅବସରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଆରମ୍ଭ ହୋଇଛି। ଅଣଲେଉଟା ରଥରେ ବାହାରିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସେଇଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଏକାମ୍ରକ୍ଷେତ୍ର। ମହାପ୍ରଭୁଙ୍କ ନୀତିନିର୍ଘଣ୍ଟ ସମ୍ପନ୍ନ ପରେ ରଥଟଣା ଆରମ୍ଭ ହୋଇଛି। ଆଜି…