ରାଜ୍ୟ କ୍ୟାବିନେଟ୍ରେ ୯ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି
ଖଣି ଚୋରା ଚାଲାଣ ରୋକିବାକୁ କଠୋର ଆଇନକୁ ମଞ୍ଜୁରୀ ହୋଇଛି। ‘ଓଡ଼ିଶା ଖଣିଜ ପଦାର୍ଥ ନିୟମାବଳୀ-୨୦୨୫’ ନେଇ ନୂଆ ଆଇନ ଆସିଛି। ନୂଆ ଆଇନ ପରେ ପୁରୁଣା ୨୦୦୭ ନିୟମାବଳୀକୁ ଉଚ୍ଛେଦ କରିବ। ଲଘୁ ଖଣିଜ ରିହାତି ନିୟମରେ ମଧ୍ୟ ସଂଶୋଧନ ହେବ। ଏଣିକି ଲଘୁ ଖଣିଜ ସଂପଦର ଆବଣ୍ଟନ ପାଇଁ ଇ-ଲଟେରୀ…